ଟେନିସ କିମ୍ବଦନ୍ତୀ କୁପରଙ୍କ ପରଲୋକ
ସିଡନୀ:ଅଷ୍ଟ୍ରେଲୀୟ ଟେନିସ କିମ୍ବଦନ୍ତୀ ଆଶଲେ କୁପରଙ୍କ ୮୩ ବର୍ଷରେ ପରଲୋକ ହୋଇଯାଇଛି । ୪ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା କୁପର ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ୧୯୫୯ରେ ସେ ଟେନିସକୁ ଅଲବିଦା କହିଥିଲେ । ୧୯୫୮ରେ ଅଷ୍ଟ୍ରେଲିଆନ୍, ୱିମ୍ବେଲଡନ ଓ ୟୁଏସ ଓପନ ଟାଇଟଲ ହାସଲ କରିଥିଲେ ।…