ଆଜି ରାତିରେ ଏହି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଜି ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ମହାବାତ୍ୟା ଅମ୍ଫାନ । ଉପକୂଳବର୍ତ୍ତ ଅଞ୍ଚଳରେ ଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ, ପୁରୀ, ଖୋର୍ଦ୍ଧା,…