ନୂଆ କରୋନା ମାମଲା ଚିହ୍ନଟ ପରେ ପୁରୀରେ ସାନିଟାଇଜେସନ ଆରମ୍ଭ
ପୁରୀ: ପୁରୀ ଜିଲ୍ଲାରେ ଚାରିଟି ନୂଆ କୋଭିଡ-୧୯ ମାମଲା ଚିହ୍ନଟ ହେବା ପରେ ସୋମବାର ଦିନ ପ୍ରଶାସନ ପକ୍ଷରୁ ସହରରେ ସାନିଟାଇଜେସନ୍ ଆରମ୍ଭ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ ଜଗନ୍ନାଥ ମନ୍ଦିର ପରିସର ତଥା ରଥ ନିର୍ମାଣ ସ୍ଥାନ ସହ ବିଭିନ୍ନ ସ୍ଥାନକୁ ବିଶୋଧନ କରାଯାଇଛି। ଯେଉଁଥିରେ ଅଗ୍ନିଶମ…