୬୮.୮୫ ଲକ୍ଷ ହେରଫେର ଅଭିଯୋଗ; ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣୀ ଗିରଫ
ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ସବ-ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣୀ ମନୋରଞ୍ଜନ ସାହୁ ୬୮.୮୫ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି।
ଅଭିଯୁକ୍ତ ଜଣକ କାର୍ଯ୍ୟାନୁଷ୍ଠାନରୁ ବଞ୍ଚିବା ପାଇଁ ଗତ ଦୁଇ ବର୍ଷ ଧରି…