ଆମେରିକାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୨ଶହ ମୃତ
ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ ।
କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୧୨୩୭ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଯାହା ଫଳରେ ଆମେରିକାରେ ସର୍ବମୋଟ ମୃତ୍ୟୁ ସଂଖ୍ୟା ୮୯ ହଜାରରେ…