Latest Odisha News

BREAKING NEWS

ଓଡ଼ିଶା ଉପକୂଳରୁ ୧୧୦୦ କିମି. ଦୂରରେ ରହିଛି ସାମୁଦ୍ରିକ ଝଡ: ପାଣିପାଗ ବିଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏକ ଅବପାତରେ ପରିଣତ ହୋଇଛି ଏବଂ ଶନିବାର ଅପରାହ୍ନ ୫ଟା ୩୦ମି. ସୁଦ୍ଧା ଏକ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି। ଏପରିକି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ନେବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ…

ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ମାଆମାନଙ୍କ ନବଜାତ ଶିଶୁଙ୍କ ପାଇଁ ଦେବଦୂତ ସାଜିଲେ ଫିରୋଜା

କାବୁଲ: ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ମାଆମାନଙ୍କ ନବଜାତ ଶିଶୁଙ୍କ ପାଇଁ ଆଫଗାନିସ୍ତାନର ମହିଳା ଫିରୋଜା ୟୁନିସ ଦେବଦୂତ ସାଜିଛନ୍ତି । ଏହି ନବଜାତଙ୍କୁ ଫିରୋଜା ସ୍ତନ୍ୟପାନ କରାଇ ମହତ କାର୍ଯ୍ୟ କରିଛନ୍ତି । ଯାହା ଏବେ ସବୁଠାରେ ଚର୍ଚ୍ଚାର କାରଣ ସାଜିଛି । ସମସ୍ତେ ତାଙ୍କର ଏହି…

ଜିଓ ପକ୍ଷରୁ ଦୈନିକ ତିନି ଜିବି ଡାଟା ମିଳୁଥିବା ନୂତନ ତ୍ରୈମାସିକ ‘ୱାର୍କ ଫ୍ରମ୍ ହୋମ୍‌’ ପ୍ଲାନ୍ ଆରମ୍ଭ

ଭୁବନେଶ୍ୱର/ମୁମ୍ବାଇ: ରିଲାଏନ୍ସ ଜିଓ  ପକ୍ଷରୁ ଅଧିିକ ଡାଟା ବ୍ୟବହାର କରୁଥିବା ପ୍ରିପେଡ୍ ଗ୍ରାହକମାନଙ୍କ ପାଇଁ ଶୁକ୍ରବାର ଆଉ ଏକ ନୂଆ ତ୍ରୈମାସିକ ‘ୱାର୍କ ଫ୍ରମ୍ ହୋମ୍‌’ ପ୍ଲାନ୍ ଆରମ୍ଭ କରାଯାଇଛି । ଏହି ନୂଆ ତ୍ରୈମାସିକ ପ୍ଲାନ୍‌ରେ ପ୍ରତିଦିନ ୩ଜିବି ଡାଟା ମିଳୁଥିବା ବେଳେ ୮୪ ଦିନର…

ଓଡ଼ିଶାରେ ଚିହ୍ନଟ ଆଉ ୬୫ କରୋନା ପଜିଟିଭଙ୍କ ସମ୍ପର୍କରେ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୬୫ ଜଣ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଛନ୍ତି ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶନିବାର ସକାଳ ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।…

ବଢୁଛି ଚିନ୍ତା; ରାଜ୍ୟରେ ୭୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୬୫ ପଜିଟିଭ । ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୩୧, ଗଞ୍ଜାମରୁ ୧୩, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୨, କଟକରୁ ୬, ପୁରୀରୁ ୪, ନୟାଗଡ଼ରୁ ୨…

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଟପିଲା, ୨୭୫୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୮୫,୯୪୦ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୫୩,୦୩୫ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୨୭୫୨ ଜଣ…

ଇରେଡାର ନୂଆ ସି.ଏମ.ଡି. ଭାବେ ପ୍ରଦୀପ ଦାସଙ୍କର ପଦଭାର ଗ୍ରହଣ

ନୂଆଦିଲ୍ଲୀ: ବରିଷ୍ଠ କଷ୍ଟ ଆକାଉଟାଣ୍ଟ ଓ କମ୍ପାନୀ ସେକ୍ରେଟାରୀ ଅଧିକାରୀ ପ୍ରଦୀପ କୁମାର ଦାସ ଇଣ୍ଡିଆନ ରିନୁଏବୁଲ ଏନେର୍ଜି ଡେଭେଲପମେଣ୍ଟ ଏଜେନସି ଲିମିଟେଡ଼ (ଇରେଡା) ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦେଶକ (ସି .ଏମ.ଡି .)ର ପଦଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଶ୍ରୀ ଦାସ ଇଣ୍ଡିଆନ…

ପୁରୀର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର

ପୁରୀ: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପୁରୀ ଶାଖା ଏବଂ ଏହାର କର୍ମଚାରୀ ସଂଘ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିର ପୁରୀ ସିଟି ରୋଡ଼ରେ ଥିବା ବ୍ୟାଙ୍କର ଅବକାଶ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ରକ୍ତଦାନ ଶିବିରକୁ ଭାରତୀୟ ଷ୍ଟେଟବ୍ୟାଙ୍କର ଉପ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୬-୦୫-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ତା ୧୬ ରିଖ ଶନିବାର ବୃଷ ୩ ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ନବମୀ ଭୁକ୍ତ ଦଶମୀ ତିଥି ଶତଭିଷା ଭୁକ୍ତ ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର:…