Latest Odisha News

BREAKING NEWS

ଜୀବନର ଦୋଛକିରେ ଶିଳ୍ପୀଗୁରୁ ବିମ୍ବାଧର ବର୍ମା

ପେଟର ଭୋକ ଓ ରୂପର ଭେକ, ଜୀବନର ଦୋଛକିରେ ଶିଳ୍ପୀଗୁରୁ ବିମ୍ବାଧର ବର୍ମା କେଦାର ମିଶ୍ର ବି. ବର୍ମା ଓରଫ ବିମ୍ବାଧର ଜେନା, ଏ ନାଁ ଟି ବିଷୟରେ ଆମର କିଛି ଧାରଣା ଅଛି କି? ଓଡିଶାର ନୂଆ ପ୍ରଜନ୍ମ ଶିଳ୍ପୀଗୁରୁ ବିମ୍ବାଧର ବର୍ମାଙ୍କ ବିଷୟରେ କିଛି ଜାଣନ୍ତି କି? ଏ ପ୍ରଶ୍ନର ସିଧାସଳଖ ଉତ୍ତର…

ଓଡିଶା ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର

ଭୁବନେଶ୍ୱର: ଓଡିଶାର ନୂତନ ସୂଚନା କମିଶନର ଭାବେ ବାଳକୃଷ୍ଣ ମହାପାତ୍ର ଶୁକ୍ରବାର ଦିନ ଶପଥ ଗ୍ରହଣ କରିଛନ୍ତି । ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜଭବନଠାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ…

ଖାଲି ଖାଦ୍ୟ ନୁହେଁ, ତ୍ୱଚା ପାଇଁ ମଧ୍ୟ ଉପକାରୀ ପୋଦିନା

ଭୁବନେଶ୍ୱର: ପୋଦିନା ପତ୍ରକୁ ଆମେ ସମସ୍ତେ ଖାଇବା ପାଇଁ ବ୍ୟବହାର କରିଥାଉ। ଖାଦ୍ୟର ଲୁକ ଓ ଟେଷ୍ଟ ବଢାଇବା ପାଇଁ ପୋଦିନା ପତ୍ରକୁ ବ୍ୟବହାର କରାଯାଇଥାଏ। କିନ୍ତୁ କଣ ଆପଣ ଜାଣନ୍ତି ଖାଦ୍ୟଛଡା ସୌନ୍ଦର୍ଯ୍ୟ ପାଇଁ ମଧ୍ୟ ପୋଦିନକୁ ବ୍ୟବହାର କରାଯାଏ ! ଆମେ ଆଜି ଆପଣଙ୍କୁ କହିବୁ ପୋଦିନା କିପରି…

ଆଜି ସେନା ମୁଖ୍ୟ ବିପିନ ରାୱତଙ୍କ ଶ୍ରୀନଗର ଗସ୍ତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଶୁକ୍ରବାର ଦିନ ଶ୍ରୀନଗର ଅଭିମୁଖେ ଗସ୍ତ କରିବେ ସେନା ମୁଖ୍ୟ ଜେନେରାଲ୍ ବିପିନ ରାୱତ । ପ୍ରାପ୍ତ ସୂଚନାନୁଯାୟୀ ବର୍ତ୍ତମାନ ସମୟରେ ଜମ୍ମୁ-କାଶ୍ମୀରର ସ୍ଥିତି ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିବା ଲାଗି ବିପିନ ରାୱତ…

ରେକର୍ଡ ଭାଙ୍ଗିଲା ସୁନା ଦର, ଟପିଗଲା ୪୦ ହଜାର

ନୂଆଦିଲ୍ଲୀ: ସୁନା ଦର ହୁହୁ ହୋଇ ବଢ଼ିବାରେ ଲାଗିଛି । ସବୁ ରେକର୍ଡ ଭାଙ୍ଗୀ ଶୁକ୍ରବାର ସୁନା ଦର ୧୦ ଗ୍ରାମକୁ ୪୦ ହଜାର ଟପି ଯାଇଛି । ବିଶ୍ୱରେ ମାନ୍ଦାବସ୍ଥାର ଆଶଙ୍କାରେ ନିବେଶକ ଏବେ ସୁନା ମୁହାଁ ହୋଇଛନ୍ତି। ତେଣୁ ସୁନା ଦର କମିବାର ନାଁ ନେଉନାହିଁ । ଶୁକ୍ରବାର ନୂଆଦିଲ୍ଲୀ ବଜାରରେ…

ରିଲିଜ ହେଲା ପ୍ରଭାସଙ୍କ ପ୍ରଥମ ବଲିଉଡ୍‌ ଫିଲ୍ମ ‘ସାହୋ’

ମୁମ୍ୱାଇ: ଆଜି ରିଲିଜ ହୋଇଛି ପ୍ରଭାସଙ୍କ ପ୍ରଥମ ବଲିଉଡ୍‌ ଫିଲ୍ମ ‘ସାହୋ’। ଆକ୍ସନ୍‌ ଥ୍ରୀଲର୍‌ ଓ ରୋମାନ୍ସରେ ଭରା ଏହି ଫିଲ୍ମର ଟିଜର୍‌, ଟ୍ରେଲର୍‌ ଓ ଗୀତ ଗୁଡିକୁ ମିଳିସାରିଛି ଅନେକ ପ୍ରଶଂସା । ଏହାକୁ ନଜରରେ ରଖି ବକ୍ସ ଅଫିସରେ ଫିଲ୍ମଟି ରେକର୍ଡ କଲେକ୍ସନ୍‌ କରିବ ବୋଲି ସିନେ…

୩ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାର…

ଅଗ୍ନି ନିର୍ବାପକ ଯନ୍ତ୍ର ନଥିଲେ ରଦ୍ଦ ହେବ ବସ୍ ପରମିଟ୍

ଭୁବନେଶ୍ୱର: ରାଜ୍ୟର ବସ୍ ଗୁଡିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ନଥିଲେ ବସ୍ ଫିଟନେସ୍ ସାର୍ଟିଫିକେଟ୍ ଓ ରୁଟ୍ ପରମିଟ୍ ରଦ୍ଦ କରିବା ଲାଗି ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି । ଗତ ଗୁରୁବାର ଦିନ ଭୁବନେଶ୍ୱରସ୍ଥିତ ବରମୁଣ୍ଡା ବସଷ୍ଟାଣ୍ଡରେ ଛିଡା ହୋଇଥିବା ଏକ ବସରେ ଅଚାନକ ନିଆଁ…

ଫ୍ୟାଶନରେ ବ୍ରାଇଡାଲ୍ ଆଉଟଫିଟ୍…

ବାହାଘରରେ ସମସ୍ତେ ସୁନ୍ଦର ଓ ଆର୍କଷଣୀୟ ଦେଖାଯିବା ପାଇଁ ଚାହିଁଥାନ୍ତି, ଖାଲି ଯେ ବର –କନ୍ୟା ତା’ ନୁହେଁ ବାହାଘରରେ ଯୋଗ ଦେଉଥିବା ସମସ୍ତ ଲୋକ ଏଥିପ୍ରତି ଧ୍ୟାନ ଦେଇଥାନ୍ତି । ଅନ୍ୟ ମାନଙ୍କ ଅପେକ୍ଷା ବର-କନ୍ୟାଙ୍କର ଆଉଟ୍ ଫିଟ୍ ସମସ୍ତଙ୍କ ଠାରୁ ଭିନ୍ନ ହେବା ଜରୁରୀ । ଏଥିପାଇଁ…

କେମିକାଲ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ, ଡ୍ରାଇଭର ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଅନ୍ତର୍ଗତ ବାଇପାସ୍ ରୋଡ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଯାହା ଫଳରେ ଗାଡିର ଡ୍ରାଇଭର ଓ ହେଲପର୍ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଟାଙ୍ଗି ଅଗ୍ନିଶମ…