ସଂଗରୋଧର ସଂସାରରେ ସଂସ୍ଥା ଓ ଶ୍ରମସଂସ୍କୃତି
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଅଦୃଶ୍ୟ କରୋନା ଭୂତାଣୁ ଆକ୍ରମଣରେ ସମଗ୍ର ବିଶ୍ୱ ଥରହର । ଏହି ଅଦୃଶ୍ୟ ଶତ୍ରୁକୁ ନିପାତ କରିବାପାଇଁ ସବୁଦେଶରେ ଗବେଷକମାନେ ଆପ୍ରାଣ ଉଦ୍ୟମ ଚଳାଇ ରଖିଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ଏହି ମହାମାରୀ ଭୂତାଣୁର ନିଦାନ ପାଇଁ କୌଣସି ମେଡିସିନ୍…