ବନ୍ଦ ହେବ ମଦ ଦୋକାନ; ଅନଲାଇନ, ହୋମ୍ ଡେଲିଭରି ବିକ୍ରି ଲାଗି ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଚେନ୍ନାଇ: ତାମିଲନାଡୁରେ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି । ଲକ୍ଡାଉନ ସମୟରେ ରାଜ୍ୟରେ ସମସ୍ତ ମଦଦୋକାନ ବନ୍ଦ କରିବା ସହିତ ହୋମ୍ ଡେଲିଭରି କିମ୍ବା ଅନଲାଇନ୍ ମାଧ୍ୟମରେ ମଦ ବିକ୍ରି ଲାଗି ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ସୁପ୍ରିମକୋର୍ଟ…