ମୁମ୍ବାଇରେ ଭୁଶୁଡିଲା କୋଠା, ୨ ମୃତ
ମୁମ୍ବାଇ: ମହାରାଷ୍ଟ୍ରର ଭିୱଣ୍ଡିସ୍ଥିତ ଶାନ୍ତିନଗର ଅଞ୍ଚଳରେ ୪ ମହଲା କୋଠା ଭୁଶୁଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ବ୍ୟକ୍ତି ଭଗ୍ନାବଶେଷ ତଳେ ଦବି ରହିଥିବା ନେଇ ଜଣାପଡିଛି ।
ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…
BREAKING NEWS