ଦିନ ୩ଟା ଯାଏଁ ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା
ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି.ରୁ ୩ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର…