ଓଡିଶାର ପ୍ରଥମ ମହାଚିନ୍ତକ ହରିହର ଦାସ ଓ ଓଡିଆ ଜାଗୃତିର ପ୍ରଥମ ସୋପାନ
ଓଡିଶାର ପ୍ରଥମ ମହାଚିନ୍ତକ ହରିହର ଦାସ ଓ ଓଡିଆ ଜାଗୃତିର ପ୍ରଥମ ସୋପାନ
କେଦାର ମିଶ୍ର
କଳା ରଙ୍ଗର ସେ ସୁଟ ଟି ତାଙ୍କ ଦେହକୁ ବେଶ ମାନୁଥିଲା। ଧୋତି ଓ ଗାମୁଛା ଫୋପାଡି ଦେଇ ସେ ଯେତେବେଳେ ତାଙ୍କ ପୁରୁଣା ସିନ୍ଦୁକରୁ କଳାରଙ୍ଗର ସୁଟଟିକୁ ବାହାର କଲେ, ତାଙ୍କୁ ଶୁଭିଲା ଗୋଟେ ଅଚିହ୍ନା…