Latest Odisha News

BREAKING NEWS

ଦେଶରେ ୨୪ ଘଣ୍ଟାରେ ୫୨ ହଜାର ନୂଆ ଆକ୍ରାନ୍ତ, ୮୦୩ ମୃତ

ନୂଆଦିଲ୍ଲୀ: ଦେଶରେ ୧୮ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଚିହନଟ ହୋଇଛନ୍ତି ୫୨ ହଜାର ୫୦ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୮ ଲକ୍ଷ ୫୫ ହଜାର ୭୪୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଆଉ ୮୦୩ ମୁଣ୍ଡ ନେଇଛି କରୋନା । ଦେଶରେ…

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା କରୋନା ପଜିଟିଭ୍‌

ବେଙ୍ଗାଳୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୟା । । ଏ ନେଇ ସେ ଟ୍ୱିଟ୍ କରିଛନ୍ତି । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସେ ସୂଚନା ଦେଇଛନ୍ତି । I have…

ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା: ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ । ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସେ ସଙ୍ଗରୋଧରେ ରହିଛନ୍ତି । ଏ ନେଇ ସେ ଏକ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । Two of my family members found COVID19 POSITIVE.Other family members found…

ଆଜିଠୁ ପୁଣି ଚାଲିଲା ‘ମୋ ବସ୍‌’

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ଓ କଟକରେ ମୋ ବସ୍ ସେବା ଆରମ୍ଭ ହୋଇଛି । ସକାଳ ୭ଟାରୁ ମୋ ବସ୍ ଚଳାଚଳ ଆରମ୍ଭ ହୋଇଥିବା ବେଳେ ମୋଟ ୮ଟି ରୁଟରେ ନନ୍ ଏସି ବସ୍ ଚାଲୁଛି । ଏହି ରୁଟ୍‌ଗୁଡିକ ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର । ଏହି ବସଗୁଡିକ ସୋମବାରରୁ ଶୁକ୍ରବାର ଚାଲିବ ।…

କାଲି ରାମମନ୍ଦିର ଭୂମିପୂଜନ, ଅଯୋଧ୍ୟାରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଅଯୋଧ୍ୟା: ଆସନ୍ତାକାଲି ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ପାଇଁ ଭୂମି ପୂଜନ ହେବ । ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି । ଚାରିଆଡ ସୁନ୍ଦର ଆଲୋକମାଳାରେ ସଜ୍ଜା ଯାଇଛି । ଏ ଭିତରେ କୋଭିଡ ନିୟମର କିପରି ପାଳନ କରାଯିବ ସେ ନେଇ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇଛି । ଭୂମି ପୂଜନ…

ଭୁବନେଶ୍ୱର କୋର୍ଟର କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର କୋର୍ଟର ସବ ଇନସ୍ପେକ୍ଟର(ସିଏସ୍‌ଆଇ) କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଗତକାଲି ରାତିରୁ ଆରମ୍ଭ ହୋଇଥିବା ବିଶୋଧନ କାମ ନ ସରିବା ଯାଏଁ କୋର୍ଟ କାର୍ଯ୍ୟକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜରୁରୀ ମାମଲାର ଶୁଣାଣି ଥିଲେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା୪-୮-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୪ ରିଖ ମଙ୍ଗଳବାର କର୍କଟ ୨୦ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଧନିଷ୍ଠା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ ଚନ୍ଦ୍ର: ସିଂହ ରାଶି ପୁରୁଷଙ୍କର ଆଜି: ପାଣି କଖାରୁ…

ନ୍ୟୁଜ ଆଙ୍କର ଅର୍ଣ୍ଣବଙ୍କୁ ନେଇ ଫିଲ୍ମ ନିର୍ମାଣ କରିବେ ରାମ ଗୋପାଳ ବର୍ମା

ମୁମ୍ବାଇ: ବଲିଉଡର ବିବାଦୀୟ ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା ଏବେ ନ୍ୟୁଜ ଆଙ୍କର ଅର୍ଣ୍ଣବଙ୍କ ଉପରେ ଫିଲ୍ମ ନିର୍ମାଣ କରିବେ । ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଫିଲ୍ମର ଟାଇଟଲ ରହିଛି ‘ଅର୍ଣ୍ଣବ- ଦି ନ୍ୟୁଜ ପ୍ରଷ୍ଟିଚ୍ୟୁଟ୍‌’ । ରିପବ୍ଲିକ ଟିଭି ମୁଖ୍ୟ ଅର୍ଣ୍ଣବ…

ସୁଶାନ୍ତଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଫେବ୍ରୁଆରୀ ମାସରୁ ମୁମ୍ବାଇ ପୋଲିସକୁ ଜଣାଇଥିଲେ ବାପା କେ.କେ ସିଂ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଏବେ ତାଙ୍କ ବାପାଙ୍କର ଏକ ବିବାଦୀୟ ବୟାନ ନଜରକୁ ଆସିଛି । ତାଙ୍କ ପୁଅ(ସୁଶାନ୍ତ) ପ୍ରତି ବିପଦ ରହିଥିବା ସେ ମୁମ୍ବାଇ ପୋଲିସକୁ ଜଣାଇଥିଲେ ମଧ୍ୟ ପୋଲିସ କୌଣିସ କର୍ଯ୍ୟାନୁଷ୍ଠାନ ନେଇ ନ…

୭୫ କୋଟି ଟଙ୍କା ମୂଲ୍ୟର ବିଶ୍ୱର ଦାମୀ କାର କିଣିଲେ ରୋନାଲ୍ଡୋ

ନୂଆଦିଲ୍ଲୀ: ପର୍ତୁଗାଲର ଷ୍ଟାର ଫୁଟବଲ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ବିଶ୍ୱର ଦାମୀ କାର ବୁଗାଟି ଲା ଭାଓଏଭର କିଣିଛନ୍ତି । ଏହାର ମୂଲ୍ୟ ୭୫ କୋଟି ଟଙ୍କା ରହିଛି ।  ଯେଉଁ କାରକୁ ରୋନାଲ୍ଡୋ କିଣିଛନ୍ତି, ତାକୁ ତିଆରି କରୁଥିବା କମ୍ପାନୀ ଏଭଳି ୧୦ଟି କାର ତିଆରି କରିଛି । ବୁଗାଟି ଲ…