ଦେବଦୂତ ସାଜିଲେ ବାୟୁସେନାର ଯବାନ, ମୃତ୍ୟୁମୁଖରୁ ବଞ୍ଚିଲେ ଦୁଇ ମତ୍ସ୍ୟଜୀବୀ
ନୂଆଦିଲ୍ଲୀ : ମଝି ଦରିଆରେ ଫସି ରହିଥିଲେ ଦୁଇ ମତ୍ସ୍ୟଜୀବୀ । ପାଣିର ସ୍ରୋତ ଏତେ ପ୍ରଖର ଥିଲା କିଛି କ୍ଷଣରେ ଲୋକ ଦୁଇଜଣଙ୍କୁ ଭାସାଇ ନେବା ଭଳି ମନେ ହେଉଥିଲା । ପାଣିର ତେଜ ଦେଖି ମତ୍ସ୍ୟଜୀବୀ ଦ୍ୱୟ ବଞ୍ଚିବାର ଆଶା ମଧ୍ୟ ଛାଡି ସାରିଥିବେ ।
ଏତେ ପ୍ରଖର ସ୍ରୋତ ମୁଁହରୁ କେହି ଆସି…