ଆଜି ଶ୍ରୀନଅରରେ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ…
ପୁରୀ: ପୁରୀର ଐତିହାସିକ ରାଜପ୍ରାସାଦ ଶ୍ରୀନଅରରେ ସୋମବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଏହା ପୌଷ ମାସର ଶୁଭ ପୁଷ୍ୟ ନକ୍ଷତ୍ରରେ ଅନୁଷ୍ଠିତ ହୋଇଥାଏ। ପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଭାବରେ ଗଜପତି ମହାରାଜାଙ୍କ ଏହି ଦିବ୍ୟ ଅଭିଷେକ ରୀତି…