Latest Odisha News

BREAKING NEWS

ଲକ୍ ଡାଉନ ସମୟରେ ବେଙ୍ଗାଳୁରୁରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରୁଛନ୍ତି ଓଡିଆ ଝିଅ ସହିସ୍ତା

ଭୁବନେଶ୍ୱର : ଲକ୍ ଡାଉନ ସମୟରେ କାମ ଦାମ ବନ୍ଦ ରହିଥିବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଶ୍ରମିକ ଶ୍ରେଣୀର ଲୋକ । ମୂଲ ମଜୁରୀ ବନ୍ଦ ଥିବାରୁ ରୋଜଗାର ଠପ୍ । ଏହି ସମୟରେ ବେଙ୍ଗାଳୁରୁର ବସ୍ତି ଅଂଚଳର ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଓଡିଆ ଝିଅ ସହିସ୍ତା ସୁଲତାନା ।…

କ୍ବାରେନଣ୍ଟାଇନ ସେଣ୍ଟରରେ ଟିକଟକ ଭିଡିଓ ଭାଇରାଲ; ଥାନାରେ ମାମଲା ରୁଜୁ

ଭଦ୍ରକ: ଭଦ୍ରକ ଜିଲ୍ଲାର ଏକ କ୍ବାରେନଣ୍ଟାଇନ ସେଣ୍ଟରରେ ଟିକଟକ ଭିଡିଓ ଭାଇରାଲ ହେବା ଘଟଣାରେ ଭାତପଡା ପଞ୍ଚାୟତର ସରପଞ୍ଚ ସ୍ବର୍ଣ୍ଣମୟୀ ଜେନା ସୋମବାର ଦିନ ତିହିଡି ଥାନାରେ ମାମଲା ରୁଜୁ କରିଛନ୍ତି। ଏପରିକି ସେ ସାତଜଣ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଭାଇରାଲ ହୋଇଥିବା…

ରାଜ୍ୟର କେଉଁ ୭ଟି ଜିଲ୍ଲାରେ ରହିଛି ଝଡବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ୩ଟା ଯାଏଁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା– ଢେଙ୍କାନାଳ, ବୌଦ୍ଧ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଓ…

ରାଉରକେଲାରେ ୨୯ ବର୍ଷୀୟା ମହିଳା କରୋନା ପଜିଟିଭ

ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ରାଉରକେଲା ଅଞ୍ଚଳର ଜଣେ ମହିଳା ବୋଲି ଜଣାପଡିଛି। ଏଥିସହିତ ଓଡ଼ିଶାରେ କରୋନା ପଜିଟିଭ ମାମଲା ୧୬୩ ଛୁଇଁଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ଟ୍ବିଟ କରାଯାଇଛି।…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।…

ଲକଡାଉନ ୩.୦: ଓଡ଼ିଶାରେ ବନ୍ଦ ରହିବ ଟ୍ୟୁସନ କ୍ଲାସ୍

ଭୁବନେଶ୍ୱର: ଓଡ଼ିଶାରେ ଲକଡାଉନ ଅବଧି ବୃଦ୍ଧି ପାଇଥିବା ବେଳେ ରବିବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି ଯେ ଏହି ବର୍ଦ୍ଧିତ ଲକଡାଉନ୍ ସମୟରେ କୌଣସି ଟ୍ୟୁସନ କ୍ଲାସ୍ ଖୋଲାଯାଇପାରିବ ନାହିଁ। ଯଦି କେହି ନମାନନ୍ତି ତେବେ ଉଲ୍ଲଂଘନକାରୀମାନେ ଆଇନ…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୩ଶହ ଟପିଲା, ୨୪ ଘଣ୍ଟାରେ ୨୫୫୩ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ଦିନ ୪୨,୫୩୩ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୨୯,୪୫୩ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୧୩୭୩ ଜଣ…

ସୁନ୍ଦରଗଡ଼ରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାରେ ରବିବାର ଦିନ ଆଉ ଏକ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ୍ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ଅନୁଯାୟୀ ସୁନ୍ଦରଗଡରେ ମୋଟ ୧୧ଟି ମାମଲା ରହିଛି ଏବଂ ସେମାନଙ୍କ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୪-୦୫-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ତା ୦୪ ରିଖ ସୋମବାର ମେଷ ୨୨ ଦିନ ବୈଶାଖ  ମାସ ଶୁକ୍ଳ ପକ୍ଷ ଏକାଦଶୀ ଭୁକ୍ତ ଦ୍ବାଦଶୀ ତିଥି ଉତ୍ତରା ଫାଲଗୁନୀ ନକ୍ଷତ୍ର  କନ୍ୟା ଚନ୍ଦ୍ର ଘାତ ବାର-: ମିଥୁନ  ରାଶିର             ଘାତ ଚନ୍ଦ୍ର-:…

ଲକଡାଉନ ଅବଧି ଏପ୍ରିଲ ମାସରେ ଜନୌଷଧି କେନ୍ଦ୍ରସମୂହର ରେକର୍ଡ ୫୨ କୋଟି ଟଙ୍କାର କାରବାର

ନୂଆଦିଲ୍ଲୀ: ଲକଡାଉନ କାଳରେ ଜିନିଷପତ୍ର ସଂଗ୍ରହ ଓ ବିକ୍ରିବଟାରେ ସମସ୍ୟା ସତ୍ୱେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି କେନ୍ଦ୍ର ସମୂହ ( ପିଏମବିଜେଏକେ) ଏପ୍ରିଲ ମାସରେ ରେକର୍ଡ ୫୨ କୋଟି ଟଙ୍କାର ଔଷଧପତ୍ର ବିକ୍ରି କରିବାରେ ସଫଳ ହୋଇଛି । ଚଳିତ ବର୍ଷ ମାର୍ଚ୍ଚ ମାସରେ ଏହି ବିକ୍ରି ପରିମାଣ ଥିଲା…