ଆଜିଠୁ ନବରଙ୍ଗପୁରରେ ଝୁଲିଲା ତାଲା
ନବରଙ୍ଗପୁର: ରାଜ୍ୟରେ ବଢ଼ୁଥୁବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ଗୁଡିକ ନିଜ ନିଜ ଅଞ୍ଚଳରେ କଟକଣା କଡାକଡି କରୁଛନ୍ତି। ତେବେ ଏହି କ୍ରମରେ ଯୋଡି ହୋଇଛି ଓଡ଼ିଶାର ନବରଙ୍ଗପୁର ଜିଲ୍ଲା ।
ଓଡ଼ିଶାର ନବରଙ୍ଗପୁର ଜିଲ୍ଲାରେ ଶନିବାର ସକାଳ ୫ଟାରୁ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ଜାରି…