ଓଡ଼ିଶାରେ ସୁସ୍ଥ ହେଉଛନ୍ତି କରୋନା ସଂକ୍ରମିତ ବ୍ୟକ୍ତି; ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆରୋଗ୍ୟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନେକ ରୋଗୀ ସୁସ୍ଥ ହେବାରେ ଲାଗିଛନ୍ତି।
ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ ଗତକାଲି ଓଡ଼ିଶାରେ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ଯାହା ଫଳରେ ମୋଟ ୫୬ ଜଣ ସୁସ୍ଥ…