ହୀରାକୁଦ ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ବୁଧବାର ଦିନ ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହୋଇଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି ।
ମିଳିଥିବା ସୂଚନାନୁଯାୟୀ ଆଜି ସକାଳ ୧୧ଟା ୨୪ମି.ରେ ପ୍ରଥମେ ୭ନଂ ଗେଟ୍ ଖୋଲାଯାଇଥିଲା ।
ଅପରପକ୍ଷରେ ଜଳ ଭଣ୍ଡାର ମଧ୍ୟକୁ ସେକେଣ୍ଡ…