୧୦ ପ୍ରତିଶତଙ୍କ ଭୁଲ ପାଇଁ ୧୦୦ଗୁଣ ସମସ୍ୟା ବଢିପାରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଭିଡିଓ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଦେଶର ସବୁଠାରୁ ଅଧିକ ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜରାଟ,…