ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ୧୯ ଛାତ୍ରଛାତ୍ରୀ
ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଅନ୍ତର୍ଗତ ଚରିତ୍ରାଫ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଦିନ ମଧ୍ୟାନ ଭୋଜନ ଖାଇ ୧୯ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିବା ନେଇ ସୂଚନା ମିଳିଛି ।
ପ୍ରାଥମିକ ଚିକିତ୍ସା ପାଇଁ ସେମାନଙ୍କୁ ସଙ୍ଗେ ସଙ୍ଗେ ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି…