ଭଦ୍ରକରେ ସାରା ଜିଲ୍ଲାର କରୋନା ସ୍ଥିତି ତଦାରଖ କରିବେ ବରିଷ୍ଠ ଅଧିକାରୀ
ଭଦ୍ରକ: ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ବ୍ଳକରେ କୋରନା ସ୍ଥିତିର ତଦାରଖ କରିବାକୁ ବରିଷ୍ଠ ଅଧିକାରୀଙ୍କୁ ନିଯୁକ୍ତ କରିଛନ୍ତି ଜିଲ୍ଲାପାଳ…