Latest Odisha News

BREAKING NEWS

କଥାକୁହା ଫଟୋ: ଡ଼ିଜିପି ଭାବେ ଦାୟିତ୍ୱ ଗ୍ରହଣ ପରେ ଆର୍ ପି ଶର୍ମାଙ୍କ ସହ ବିକେ ଶର୍ମା

କଟକ: ଆଇପିଏସ ଅଧିକାରୀ ବିକେ ଶର୍ମା ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଭାବେ ବିଦାୟୀ ଡ଼ିଜିପି ଆର୍ ପି ଶର୍ମାଙ୍କଠାରୁ ଗୁରୁବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି । ବରିଷ୍ଠ ଆଇପିଏସ ଅଧିକାରୀ ଶ୍ରୀ ଶର୍ମା ଓଡ଼ିଶା ଲୋକାୟୁକ୍ତ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।

କବିତାର ଏକ ଶବ୍ଦ ବନାମ ଅନେକ ଅର୍ଥ ଓ ଅର୍ଥାନ୍ତର

କବିତାର ଏକ ଶବ୍ଦ ବନାମ ଅନେକ ଅର୍ଥ ଓ ଅର୍ଥାନ୍ତର କେଦାର ମିଶ୍ର ଯାହା ସହଜରେ ବୁଝି ହୋଇଯାଏ ତାହା ସବୁବେଳେ କବିତା ହୁଏ ନାହିଁ । କବିତା ବେଳେବେଳେ ସନ୍ଧ୍ୟାର ରାଗ ପରି । ଅନେକାଂଶରେ ଝାପ୍ସା ଝାପ୍ସା । ଟିକିଏ ଛାଇ ଓ ଆଲୁଅର ମିଶାମିଶି ଅନୁଭବ । ସେଠି ଯାହା ଦିଶେ, ତାହା ଦୃଶ୍ୟ ନୁହେଁ ।…

ଉଛୁଳିଲା ସାବେରୀ ନଦୀ, ମାଲକାନଗିରିରେ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ମାଲକାନଗିରି ଜିଲ୍ଲାର କେତେକ ଭାଗରେ ଗତ କିଛି ଦିନ ହେବ ବର୍ଷା ଛାଡି ଯାଇଥିଲେ ମଧ୍ୟ ପରିସ୍ଥିତି ସୁଧୁରିନି । ଏବେବି ବର୍ଷା ପାଣି ଯୋଗୁଁ ଅନେକ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛି । ମିଳିଥିବା ସୂଚନାନୁଯାୟୀ ବିଭିନ୍ନ ନଦୀରେ ଜଳସ୍ତର ହ୍ରାସ ପାଇଥିଲେ ମଧ୍ୟ…

ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବୃଷ୍ଟିପାତ ସମ୍ଭାବନା: ଆଇଏମଡି

ଭୁବନେଶ୍ୱର: ଆଗାମୀ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା ଗଣମାଧ୍ୟମକୁ ସୂଚନା ଦେଇ…

ଲଗାଣ ବର୍ଷାରେ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମ୍ ଜଳସ୍ତର

ସମ୍ବଲପୁର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହେବା ଫଳରେ ହୀରାକୁଦର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ଏହି ଡ୍ୟାମର ଜଳସ୍ତର ଧିରେ ଧିରେ ବଢିବାରେ ଲାଗିଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ଶୁକ୍ରବାର…

ବୃହତ୍ ଇସ୍ପାତ କାରଖାନା ପ୍ରତିଷ୍ଠା ଲାଗି ଓଡ଼ିଶା ସରକାରଙ୍କ ଯୋଜନା !

ଭୁବନେଶ୍ୱର: ଓଡ଼ିଶାର ନବୀନ ପଟ୍ଟନାୟକ ସରକାର ରାଜ୍ୟରେ ଏକ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ଲାଗି ବର୍ତ୍ତମାନର ୩ଟି ମ୍ୟାନୁଫାକଚରିଂ ୟୁନିଟର ସହଯୋଗରେ ଏନେଇ ଏକ ଯୋଜନା ପ୍ରସ୍ତୁତ କରୁଛନ୍ତି ବୋଲି ସୂଚନା ମିଳିଛି । ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେନ୍ଦୁଝର ଜିଲ୍ଲାର କଳିଙ୍ଗ ଆଇରନ…

ସ୍ୟାଟ୍ ଉଚ୍ଛେଦ ପ୍ରସଙ୍ଗ: ଓଡିଶା ଆଇନଜୀବୀଙ୍କ ଦିନିକିଆ କାର୍ଯ୍ୟବନ୍ଦ ଡାକରା

ଭୁବନେଶ୍ୱର: ରାଜ୍ୟ ସ୍ୟାଟ୍ ବାର୍ ଆସୋସିଏସନ୍ ପକ୍ଷରୁ ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ଦିନ ଓକିଲମାନେ ଦିନିକିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି । ପ୍ରାପ୍ତ ସୂଚନାଯାୟୀ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅନେକ ମାମଲା ବିଚାରାଧିନ ହୋଇ ପଡିରହିଥିବା ବେଳେ…

ଜାତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ’ଣ କହିଲେ, ଜାଣନ୍ତୁ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ଜନସାଧାରଣ ଯଥାଶିଘ୍ର ସେମାନଙ୍କର ନିର୍ବାଚିତ ପ୍ରତିନିଧୀଙ୍କୁ ପାଇପାରିବେ ବୋଲି ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଜାତି ଉଦ୍ଦେଶ୍ୟରେ ସ୍ୱତନ୍ତ୍ର ଭାବେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଏବେ ଧାରା ୩୭୦ ହଟିଯିବା ପରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୯-୦୮-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ତା ୦୯ ରିଖ ଶୁକ୍ରବାର କର୍କଟ ୨୪ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ନବମୀ ଭୁକ୍ତ ଦଶମୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ବିଛା ଧନୁ…

‘ଫେମ୍ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱରକୁ ମିଳିବ ୫୦ଟି ବସ୍

ଭୁବନେଶ୍ୱର: ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଅନ୍ତର୍ଗତ ସହର ଭିତରେ ଚାଲିବା ସହିତ ଗୋଟିଏ ସହରରୁ ଅନ୍ୟ ସହର ମଧ୍ୟରେ ଚଳାଚଳ କରିବା ଉଦ୍ଦେଶ୍ୟରେ ୫୫୯୫ଟି ବିଦ୍ୟୁତ ଚାଳିତ ବସକୁ ମଞ୍ଜୁର କରାଯାଇଛି । ୬୪ଟି ସହର, ରାଜ୍ୟ ସରକାରୀ ସଂସ୍ଥା ଏବଂ ରାଜ୍ୟ…