ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା; ଲକଡାଉନ ବଢାଇବା ସପକ୍ଷରେ ୬ ରାଜ୍ୟ
ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଲକଡାଉନ ଅବଧି ସମ୍ପର୍କରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି ।
ରାଜ୍ୟଗୁଡ଼ିକ ଲକଡାଉନ ର ସମ୍ପ୍ରସାରଣକୁ ସମର୍ଥନ କରୁଛନ୍ତି କି ନାହିଁ ତାହା ସମୀକ୍ଷା କରିବା ଥିଲା…