Latest Odisha News

BREAKING NEWS

ମିଳିଲା ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ସମ୍ଭାବ୍ୟ ଠିକଣା !

ଭୁବନେଶ୍ୱର‌: ଏବେ ବି ଉତ୍ତର କୋରିଆ କିମ ଜୋଙ୍ଗ ଉନ୍‌ଙ୍କ ନାଁରେ ବିଦେଶୀ ନେତା ଓ ଘରୋଇ କର୍ମଚାରୀଙ୍କୁ ଚିଠି ତଥା ଉପହାର ପଠାଉଛି । ସାରା ଦେଶରେ କିମ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ରହସ୍ୟ ଘନେଇବାରେ ଲାଗିଛି । ହେଲେ ମୁହଁ ବନ୍ଦ ରଖିଛି ଉତ୍ତର କୋରିଆ । ସତରେ କ'ଣ କୋମା କିମ୍ବା…

କରୋନା ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା

ଆନ୍ଧ୍ରପ୍ରଦେଶ: କରୋନା ନେଲା ୨ ଟଙ୍କିଆ ଡାକ୍ତରଙ୍କ ଜୀବନ । ସେବାରେ ହିଁ ଚାଲିଗଲା କରୋନା ଯୋଦ୍ଧାଙ୍କ ଜୀବନ । ଅନ୍ୟକୁ ଜୀବନ ଦାନ ଦେଉଥିବା ମଣିଷଟିଏ କରୋନାର କବଳରୁ ନିଜକୁ ବଂଚାଇ ପାରିଲେନି । ୨ଟଙ୍କାରେ ରୋଗୀଙ୍କ ସେବା କରିବା ନେଇ ଚାରିଆଡୁ ଚର୍ଚ୍ଚା ସାଉଁଟିଥିବା ଆନ୍ଧ୍ରପ୍ରଦେଶର…

ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଂଚିଛି । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । The #COVID19…

ଓଡ଼ିଶାକୁ ନାହିଁ ବାତ୍ୟା ଭୟ

ଭୁବନେଶ୍ୱର: ଓଡ଼ିଶାକୁ ବାତ୍ୟା ଭୟ ନାହିଁ । ଯଦି ବି ଲଘୁଚାପ ବାତ୍ୟାର ରୂପ ନିଏ ତେବ ଏହାର ଦିଗ ମିଆଁମାର ଓ ବାଂଲାଦେଶ ଆଡକୁ ରହିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଓଡ଼ିଶା ଉପରେ ଏହାର କିଛି ପ୍ରଭାବ ପଡିବ ନାହିଁ । ୩୦ ଏପ୍ରିଲ ବେଳକୁ ଲୋ’ ପ୍ରେସର ଦକ୍ଷିଣ…

ସାଇକେଲରେ ହାଇଦ୍ରାବାଦରୁ ଅନୁଗୁଳ ଫେରୁଥିବା ଦୁଇ ପ୍ରବାସୀ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ

ଅନୁଗୁଳ: ଲକଡାଉନ ଯୋଗୁଁ ସାରା ଦେଶରେ ଗାଡି ମୋଟର ଚଳାଚଳ ବନ୍ଦ ରହିଛି । ତେବେ ହାଇଦ୍ରାବାଦରେ ଫସିଥିବା ୨ଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ମଙ୍ଗଳବାର ଦିନ ସାଇକେଲ ଯୋଗେ ଅନୁଗୁଳ ପାଇଁ ବାହାରିଥିଲେ। ଅନୁଗୁଳ ଫେରିବା ବାଟରେ ଏହି ଦୁଇ ଶ୍ରମିକଙ୍କର ଶନିବାର ଦିନ ସଡକ ଦୁର୍ଘଟଣାରେ ମୃତ୍ୟୁ…

ଅକ୍ଷୟ ତୃତୀୟାର ଅର୍ଥ ବୁଝାଇଲେ ମୋଦି

ନୂଆଦିଲ୍ଲୀ: କରୋନା ଲଢେଇ ଭିତରେ ନିଜ ମନ କୀ ବାତ୍ କାର‌୍ୟ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ଅକ୍ଷୟ ତୃତୀୟା ଓ ରମଜାନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ପବିତ୍ର ଅକ୍ଷର ତୃତୀୟାର ଅର୍ଥ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କ୍ଷୟର ଅର୍ଥ…

ଯାଜପୁର କଣ୍ଟେନମେଣ୍ଟ ଜୋନ୍‌ରେ ମେ’ ୧୦ ଯାଏଁ କଟକଣା

ଯାଜପୁର: ଯାଜପୁର ଜିଲାରେ ଗତକାଲି ୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିଯାଇଛି । ଦଶରଥପୁର ବ୍ଳକ କଟକଟା ପଂଚାୟତର କଟିକଟା, ବିହିପୁର, ମଲ୍ଲିକାପୁର ପଂଚାୟତର ମହାନ୍ତିପାଟଣା ଏବଂ ମଲ୍ଲିକାପୁର(ଆଶିଂକ) ଗାଁକୁ କଂଟେନମେଂଟ ଅଂଚଳ ଘୋଷଣା କରାଯାଇଛି । ଏଠାରେ…

ନିଜ ଆୟର ୧୮% ଜମା କରିବାକୁ ବାଧ୍ୟ ସମସ୍ତ କରଦାତା: ଗୁଜବ ନା ସତ, ଜାଣନ୍ତୁ

ନୂଆଦିଲ୍ଲୀ: ମହାମାରୀ କରୋନା ସମୟରେ ଦେଶର ସମସ୍ତ କରଦାତା ନିଜ ଆୟର ୧୮ % ଜମା କରିବାକୁ ବାଧ୍ୟ । ଏନେଇ କିଛି ଦିନ ହେବ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହା କେତେ ସତ ଓ କେତେ ଗୁଜବ ଆସନ୍ତୁ ଜାଣିବା… କରୋନା ମହାମାରୀ ସମୟରେ ଦେଶର ସମସ୍ତ କରଦାତା ନିଜ ଆୟର ୧୮ %…

ବଦଳିଲେ ବନମାଳିପୁର ଦବଙ୍ଗ ଥାନା ବାବୁ

ଖୋର୍ଦ୍ଧା: ବଦଳିଲେ ବନମାଳିପୁରର ଦବଙ୍ଗ ଅଫିସର । ଭୁବନେଶ୍ୱର ରଜର୍ଭ ବାଟାଲିଅନକୁ ଫାଣ୍ଡି ଅଧିକାରୀ ପ୍ରକାଶ ପୃଷ୍ଟିଙ୍କୁ ବଦଳି କରିଛନ୍ତି ଡିସିପି । ସୂଚନା ଯୋଗ୍ୟ ଯେ, ଗତ କିଛି ଦିନ ତଳେ ବିଚ ରାସ୍ତାରେ ଫାଣ୍ଡି ଅଧିକାରୀ ପ୍ରକାଶ ପୃଷ୍ଟି ଶ୍ରମିକଙ୍କୁ ନିଜ ସର୍ଭିସ ବନ୍ଧୁକ ଦେଖାଇ…

କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ରାଉରକେଲାର ଏହିସବୁ ସ୍ଥାନ ସିଲ୍

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ଆଉ ତିନି ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ପ୍ରଶାସନ ପକ୍ଷରୁ କିଛି ଅଞ୍ଚଳକୁ ସିଲ୍ କରାଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ରାଉରକେଲା କୋଭିଡ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଚତୁର୍ଥ ଓ ପଞ୍ଚମ ଆକ୍ରାନ୍ତଙ୍କ ସୂଚନା…