Latest Odisha News

BREAKING NEWS

ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ରୋଗୀ ଚିହ୍ନଟ, ମୋଟ ସଂଖ୍ୟା ୧୦୩ ଛୁଇଁଲା

ଭୁବନେଶ୍ୱର: ଶନିବାର କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୧୦୦ ଛୁଇଁଥିବା ବେଳେ ଆଜି ଆଉ ତିନି କରୋନା ପଜିଟିଭ୍ ରୋଗୀ ଚିହ୍‌ନଟ ହୋଇଛନ୍ତି । ଏଥି ସହ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି ବୋଲି ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଟିହ୍ନଟ ହୋଇଥିବା…

ଆଜି ପବିତ୍ର ଅକ୍ଷୟ ତୃତୀୟା; ଓଡ଼ିଆ ଚାଷୀଙ୍କ ଅଖିମୁଠି ଅନୁକୂଳ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଆଜି ପରି ପବିତ୍ର ଦିନରେ ଓଡ଼ିଆ ଚାଷୀମାନେ ଅଖିମୁଠି ଅନୁକୂଳ କରିବା ସହିତ ଚାଷକାର୍ଯ୍ୟ ଆରମ୍ଭ କରିଥାଆନ୍ତି । ଓଡ଼ିଶା ସମେତ ସାରା ବିଶ୍ୱରେ ଏବେ କରୋନା ମହାମାରୀ ଦାଉ ସାଧିଥିବା ବେଳେ ଓଡ଼ିଆ କୃଷକମାନେ ନିରାଡ଼ମ୍ବର ଭାବେ ଏହି ପବିତ୍ର…

ସାରା ବିଶ୍ୱରେ କରୋନା ନେଲାଣି ୨ ଲକ୍ଷରୁ ଅଧିକ ମୁଣ୍ଡ

ନୂଆଦିଲ୍ଲୀ: କରୋନା ପ୍ରଭାବରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ଅସମ୍ଭବ ଭାବେ ବଢିଚାଲିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହି ମହାମାରୀ ପ୍ରଭାବରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୨,୯୨୧,୪୩୯ ଜଣ ଲୋକ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା…

୧୦୦ ଟପିଲା ଓଡ଼ିଶାରେ କରୋନା ମାମଲା: କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୯ ଜଣ…

ଆମେରିକାରେ ସ୍ଥିତି ଅସମ୍ଭାଳ; ଗୋଟିଏ ଦିନରେ ୨୪୯୪ ମୃତ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକାରେ ମଧ୍ୟ ପ୍ରାୟ ୯୩୬,୨୯୩ ଜଣ ବ୍ୟକ୍ତି କରୋନା ଦ୍ଵାରା ସଂକ୍ରମିତ ମଧ୍ୟ ହୋଇଛନ୍ତି। କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୨ ହଜାର ୪୯୪ ଜଣଙ୍କ ମୃତ୍ୟୁ ଘଟିଛି। ଯାହା ଫଳରେ…

ଭାରତରେ ୨୬ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ, କେତେ ଛୁଇଁଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଅନ୍ୟ ସଂକ୍ରମିତ ରାଷ୍ଟ୍ର ଭଳି ଭାରତରେ ମଧ୍ୟ ଏବେ କରୋନା ନିଜର କାୟା ବିସ୍ତାର କରିବାରର ଲାଗିଛି । ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬,୪୯୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୬ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ…

ଆଜି ଦିନ ୧୧ଟାରେ ମୋଦୀଙ୍କ ‘ମନ୍ କୀ ବାତ୍‌’

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୧ଟାରେ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍‌’ ଜରିଆରେ ନିଜ ମତ ରଖିବେ । ଏହି ୬୪ ତମ ଅଧ୍ୟାୟରେ ସେ ଦେଶବ୍ୟାପୀ କରୋନା ସଂକ୍ରମଣ ଭୟରେ ଚାଲିଥିବା ଲକ୍‌ଡାଉନ ପ୍ରସଙ୍ଗରେ ନିଜ ମତ ରଖିବେ । ମନ କୀ ବାତ୍ ନେଇ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୬-୦୪-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅପ୍ରେଲ  ତା ୨୬  ରିଖ ରବିବାର ମେଷ ୧୪ ଦିନ ବୈଶାଖ  ମାସ ଶୁକ୍ଳ ପକ୍ଷ ତୃତୀୟା  ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର  ଘାତ ବାର-:  ମେଷ  ରାଶିର ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର ଆଜି -:ଅକ୍ଷୟ…

କରୋନା ମୁକାବିଲା ପାଇଁ ଓଡିଶାରେ ନିଲାମ୍ ହେବ ୨ ଲକ୍ଷ ପ୍ରାଚୀନ ମୁଦ୍ରା !

ଭୁବନେଶ୍ୱର: କରୋନା ଯୁଦ୍ଧରେ ସାମିଲ ହେଲେ ଓଡିଶାର ଜଣେ ପ୍ରଖ୍ୟାତ ମୁଦ୍ରା ବିଜ୍ଞାନବିତ୍ । ନିଜ କଲେକ୍ସନରେ ଥିବା ମୁଦ୍ରା ଗୁଡିକୁ ନିଲାମ୍ କରି ସେହି ଅର୍ଥକୁ ସେ କରୋନାଭାଇରସ୍ ବିରୋଧୀ ଲଢେଇରେ ବିନିଯୋଗ କରିବେ । ୮ ଲକ୍ଷ ମୁଦ୍ରାରୁ ସେ ୨ ଲକ୍ଷ ମୁଦ୍ରାକୁ ବିକ୍ରି କରିବାକୁ ନିଷ୍ପତ୍ତି…

୧୦୦ ଛୁଇଁଲା ଓଡିଶାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା

ଭୁବନେଶ୍ୱର : ଯାଜପୁରରେ ଶନିବାର ୬ ଜଣ କରୋନା ପଜିଟିଭ ଚିହ୍ନଟ ହେବା ସହିତ ଓଡିଶାରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୦୦ ଛୁଇଁଛି । ଏଥି ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟରରେ ସୂଚନା ଦିଆଯାଇଛି । Health Update: 25th April, 2020 Six New Positive Cases in…