Latest Odisha News

BREAKING NEWS

ଆଇପିଏସ୍ ବିଜୟ କୁମାର ଶର୍ମା ଭାରପ୍ରାପ୍ତ ପୋଲିସ ଡ଼ିଜି ଓ ଏଚଓପିଏଫ ଭାବେ ନିଯୁକ୍ତ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ ଅଧିକାରୀ ବିଜୟ କୁମାର ଶର୍ମାଙ୍କୁ ଭାରପ୍ରାପ୍ତ ପୋଲିସ ଡ଼ିଜି ଓ ପୋଲିସ ଫୋର୍ସ (ଏଚଓପିଏଫ) ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି । ଓଡ଼ିଶା ଡ଼ିଜିପି ଆର୍ ପି ଶର୍ମା ରାଜ୍ୟ ଲୋକାୟୁକ୍ତର ସଦସ୍ୟ ଭାବେ ନିଯୁକ୍ତ ହେବା ପରେ ଏହି ପଦବୀର ଭାର ଶ୍ରୀ ଶର୍ମା ନେଇଛନ୍ତି ।…

ଅବପାତର ରୂପ ନେଉଛି ଲଘୁଚାପ, ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଡିପ୍ ଡିପ୍ରେସନରେ ପରିଣତ ହେଉଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ…

କଥାକୁହା ଫଟୋ: କ୍ୟାମେରା ଲେନ୍ସରେ କଏଦ୍ ହେଲା ବିଜୁଳିର ଚମକ…

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ଲଘୁଚାପର ସମ୍ଭାବନା ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ସାରା ରାଜ୍ୟରେ ତୁହାକୁ ତୁହା ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବୃଷ୍ଟିପାତ ହୋଇଛି ।

ପ୍ରକାଶ ପାଇଲା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବର୍ଷର ବାର୍ଷିକ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇଛି । ଏଥର ମୋଟ୍ ପାସ୍ ହାର ୪୩.୬୨ ପ୍ରତିଶତ ରହିଥିବାନେଇ ବୋର୍ଡ ଅଧ୍ୟକ୍ଷା ଜାହାନ ଆରା ବେଗମ୍ ସୂଚନା ଦେଇଛନ୍ତି । ସେହିପରି ଓଡିଶା…

ଲଗାଣ ବର୍ଷାଯୋଗୁଁ ରେଳ ଟ୍ରାକ୍ ମରାମତି କାର୍ଯ୍ୟରେ ବିଳମ୍ବ

ରାୟଗଡା: ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଗତକାଲି ବିଳମ୍ବିତ ରାତିରେ ଡାଇକାଲୁ-ଅମ୍ବଦଳାରେ ଥିବା ରେଲୱେ ଟ୍ରାକ୍ ଉପରେ ବନ୍ୟା ଜଳ ପ୍ରବାହିତ ହେବା ଫଳରେ ରେଳ ଟ୍ରାକ୍ ଧୋଇ ହୋଇଯାଇଛି । ଯାହାଫଳରେ ରାୟଗଡା-ଟିଟଲାଗଡରେ ରେଳସେବା ବାଧାପ୍ରାପ୍ତ ହୋଇଛି । ଏହି ବନ୍ୟା ଜଳ ପ୍ରବାହିତ…

ସୁଷମା ସ୍ୱରାଜଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କର ମଙ୍ଗଳବାର ରାତିରେ ହୃଦଘାତରେ ଦେହାନ୍ତ ଘଟିଛି । ଯାହା ଫଳରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । https://twitter.com/Naveen_Odisha/status/1158920783961309184?s=08…

ଗଞ୍ଜାମରେ ସ୍ଥିତି ବେହାଲ, ସବୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବୁଧବାର ଦିନ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ । ଏପରିକି ସବୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ମିଳିଥିବା ସୂଚନାନୁଯାୟୀ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି,…

ପ୍ରବଳ ବର୍ଷାରେ ରେଲୱେ ଟ୍ରାକ୍ କ୍ଷତିଗ୍ରସ୍ତ, ଟ୍ରେନ ବାତିଲ୍

ଭୁବନେଶ୍ୱର: ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପୁଜିଛି । ଏହାର ପ୍ରଭାବରେ ଡାଇକାଲୁ-ଅମ୍ବଦଳାରେ ଥିବା ରେଲୱେ ଟ୍ରାକ୍ ଉପରେ ବନ୍ୟା ଜଳ ପ୍ରବାହିତ ହେବା ଫଳରେ ରେଳ ଟ୍ରାକ୍ ଧୋଇ ହୋଇଯାଇଛି । ଏଭଳି ପରିସ୍ଥିତିରେ ରେଳସେବା ବାଧାପ୍ରାପ୍ତ…

ଜହ୍ନରାତି

ଜହ୍ନରାତି ଶ୍ରୁତିଶିଖା ମହାପାତ୍ର ଜହ୍ନ ଆସିବାର ଖବର କେମିତି କେଜାଣି ମୋ ପାଖରେ ପହଂଚିଯାଏ ରାତିର ଆଡମ୍ବର ସହିତ ଗୋଲ ଜହ୍ନ ଆସେ, ମୁଁ ନିରବରେ ମୋ ଆସ୍ଥାନ ଖୋଜିଲାବେଳେ ଓଃ... ମୋ ଚାରିପଟେ କେତେ କୋଳାହଳ, ଜହ୍ନରାତିକୁ ଦେଖି ଛାତିକୁ ଓହ୍ଲାଇ ଆଣେ ସାଇତିଥିବା…