Latest Odisha News

BREAKING NEWS

ଲକ୍ ଡାଉନ ଡାଏରୀ: ପୁଅ ସହ ଖେଳକୁଦ ସାଙ୍ଗକୁ ପତ୍ନୀଙ୍କୁ ଘରକାମରେ ସାହାଯ୍ୟ କରୁଛନ୍ତି ଅଭିନେତା ଲିକୁନ୍ ଚୌଧୁରୀ

ଓଡିଆ ଧାରାବାହିକ ଜଗତରେ ସେ ଜଣେ ନାଁ କରା କଳାକାର । ସବୁବେଳେ ସେ ସୁଟିଂରେ ବ୍ୟସ୍ତ । କେତେବେଳେ ସେ ସିନ୍ଦୁରବିନ୍ଦୁ ସିରିଏଲ ହେଉ କି ତାରାତାରିଣୀ କିମ୍ବା ଆଉ କିଛି ମେଗା ଧାରାବାହିକ । ଓଡିଆ ଦର୍ଶକଙ୍କ ବେଶ୍ ଭଲପାଇବା ମିଳିଛି ତାଙ୍କୁ । ତେବେ ଲକ୍ ଡାଉନ ଯୋଗୁଁ ସିରିଏଲର ସୁଟିଂ ବନ୍ଦ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୨-୦୪-୨୦୨୦ ବୁଧବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି୨୦୨୦ ମସିହା  ଅପ୍ରେଲ  ତା ୨୦୨୦ ରିଖ  ବୁଧବାର ମେଷ ୧୦ ଦିନ     ବୈଶାଖ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଭୁକ୍ତ  ଅମାବାସ୍ଯା  ତିଥି  ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଦିନ ୧-୨୦ମିନିଟ୍ ପର୍ଯ୍ୟନ୍ତ ଏହା ପରେ  ଅଶ୍ବିନୀ…

ଲକ୍‌-ଡାଉନ୍‌ରେ କୂଅ ଖୋଳିପକାଇଲେ ଦମ୍ପତ୍ତି !

ମହାରାଷ୍ଟ୍ର: ମାତ୍ର ୨୧ଦିନରେ ୨୫ ଫୁଟର କୂଅ ଖୋଳିଲେ ଦୁଇ ଜଣ । ଶୁଣିବାକୁ ଅବିଶ୍ୱାସ ଲାଗୁଥିଲେ ବି ମହାରାଷ୍ଟ୍ରରେ ସାମ୍ନାକୁ ଆସିଛି ଏପରି ଏକ ଅନନ୍ୟ ଘଟଣା । ପାଣି ସମସ୍ୟାକୁ ଦୂର କରିବା ପାଇଁ ଏକ ଦମ୍ପତ୍ତି କେବଳ ହାତ ଉପକରଣରେ ଏପରି କାରନାମା କରିଦେଖାଇଛନ୍ତି । Maharashtra:…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଦ୍ୱାରା ‘କୋଭିଡ ଇଣ୍ଡିଆ ସେବା’ ଆରମ୍ଭ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନଙ୍କ ଦ୍ୱାରା ମଙ୍ଗଳବାର କୋଭିଡ ଇଣ୍ଡିଆ ସେବା ଆରମ୍ଭ ହୋଇଛି । ଏହି ଟୁଇଟର ସେବା କରୋନା ମହାମାରୀ ସମୟରେ ନିୟୁତ ନିୟୁତ ଭାରତୀୟଙ୍କ ପାଇଁ ଏକ ପ୍ରତ୍ୟକ୍ଷ ପ୍ରଶ୍ନୋତ୍ତର ମଞ୍ଚ ଭାବେ କାମ କରିବା ସହ ସିଧାସଳଖ…

ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ମାଗଣା ଗ୍ୟାସ ସିଲିଣ୍ଡର ପାଇବେ ରାଜ୍ୟର ୪୭,୪୭,୩୭୦ ହିତାଧିକାରୀ

ନୂଆଦିଲ୍ଲୀ: କୋଭିଡ-୧୯ ମହାମାରୀ କାରଣରୁ ଦେଶବ୍ୟାପୀ ଜାରି ହୋଇଥିବା ଲକଡାଉନ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ଗ୍ୟାସ ସିଲିଣ୍ଡର ରିଫିଲ ଯୋଗାଇ ଦିଆଯାଉଛି । ଏହି ଯୋଜନାରେ…

ଦିଲ୍ଲୀର କରୋନା ସଂକ୍ରମିତଙ୍କ ଭିଡିଓ ଭାଇରାଲ୍ !

ନୂଆଦିଲ୍ଲୀ: ସାରା ଦେଶରେ କରୋନାକୁ ରୋକିବା ଲାଗି ଚାଲିଛି ଅହରହ ଉଦ୍ୟମ । ହେଲେ ଏତିକିବେଳେ କ୍ୱାରେନ୍‌ଣ୍ଟାଇନ୍ ଅବ୍ୟବସ୍ଥା ନେଇ ଏକ ଭିଡିଓ ଜରିଆରେ ଅଭିଯୋଗ ଆଣିଛନ୍ତି ଜଣେ କରୋନା ସଂକ୍ରମିତ ପୋଲିସ କର୍ମଚାରୀ । #WATCH A Delhi Police constable, who had tested positive for…

ଯୁଦ୍ଧର ନାଁ କରୋନା; ଯୋଦ୍ଧାର ନାଁ ଲବ ଅଗ୍ରୱାଲ୍‌ !

ନୂଆଦିଲ୍ଲୀ: ସେ ହେଉଛନ୍ତି କରୋନା ଯୁଦ୍ଧର ସେନାପତି । ଦେଶର ବହୁଚର୍ଚ୍ଚିତ ଆଇଏଏସ୍ ଅଫିସର । ଯାହାଙ୍କୁ ଦେଶ ୪୦ରୁ ଅଧିକ ଦିନ ଧରି ଟିଭି ସ୍କ୍ରିନ୍‌ରେ ଅପରାହ୍ନ ୪ଟାରେ ପ୍ରତିଦିନ ଶୁଣିଆସୁଛି । ଖାସ କରୋନାଭାଇରସ୍ ସମ୍ବନ୍ଧୀୟ ସୂଚନା ପାଇଁ । ସେ ହେଉଛନ୍ତି କେନ୍ଦ୍ର ସରକାରଙ୍କ ମିଷ୍ଟଭାଷୀ…

ଲକଡାଉନରେ ଭାରତ: ଛତିଶଗଡ଼ରେ ଫସି ରହିଛନ୍ତି ଓଡ଼ିଆ ଶ୍ରମିକ

ପଦ୍ମପୁର:ସଂପ୍ରତି ମହାମାରୀ କରୋନା ଯୋଗୁଁ ଲକଡାଉନ୍ ସାରା ଦେଶରେ ଚାଲିଛି । ଦେଶର ପ୍ରତ୍ୟେକ ରାଜ୍ୟରେ ଓଡ଼ିଆ ଲୋକ ଫସି ରହିଛନ୍ତି । ଓଡିଶା ସରକାର ସେମାନଙ୍କୁ ବାହାର ରାଜ୍ୟରେ କମିଶନର ରଖି ତାଙ୍କର ଖାଦ୍ୟ ପେୟ ର ବନ୍ଦୋବସ୍ତ କରିଛନ୍ତି । କିନ୍ତୁ ତାହା ସଂପ୍ରତି ଫେଲ ମାରିଛି ଛତିଶଗଡ ର…

କରୋନା ନୁହେଁ କ୍ୟାନସରରେ ମୃତ୍ୟୁବରଣ କରିଛନ୍ତି ୪୪ ନମ୍ବର ଆକ୍ରାନ୍ତ : ବାଗ୍‌ଚୀ

ଭୁବନେଶ୍ୱର : ରାଜ୍ୟର ୪୪ ନମ୍ବର କରୋନା ପଜିଟିଭ ଆକ୍ରାନ୍ତଙ୍କର କରୋନା ନୁହେଁ କ୍ୟାନସରରେ ମୃତ୍ୟୁ ହୋଇଛି । ତେଣୁ ମୃତ୍ୟୁ ସଂଖ୍ୟା ୧ରେ ସୀମିତ ଥିବା କହିଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି । ପୂର୍ବରୁ ତାଙ୍କର ସ୍ୱାବ ନମୁନା ରିପୋର୍ଟ ନେଗେଟିଭ…

ମୟୂରଭଞ୍ଜରେ ଓଡ଼ିଶା ଡିଜିପି; ଅନୁଧ୍ୟାନ କଲେ ଲକଡାଉନ ସ୍ଥିତି

ବାରିପଦା: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ କରୋନା/ଲକଡାଉନ ସଂକ୍ରାନ୍ତୀୟ ଅନୁଧ୍ୟାନ କରିବା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାରେ ପହଞ୍ଚିଛନ୍ତି । ତାଙ୍କ ସହ ଏ.ଡି.ଜି. ସୌମେନ୍ଦ୍ର କୁମାର ପ୍ରୟଦର୍ଶୀ ମଧ୍ୟ ଆସିଛନ୍ତି । ସିଧାସଳଖ ସେ ଜିଲ୍ଲାର ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦାକୁ ଯାଇ…