ଶ୍ରୀଜଗନ୍ନାଥ ମନ୍ଦିରରେ ୪ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ: ଆଜି ହେଉଛି ଚିତାଲାଗି ଅମାବାସ୍ୟା ବା ଚିତଉ ଅମାବାସ୍ୟା । ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ଚିତାଲାଗି ନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।
ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ‘ଚିତାଲାଗି…