ଓଡିଶା -ପଶ୍ଚିମବଙ୍ଗ ସୀମାବର୍ତ୍ତୀ ଅଂଚଳ ସ୍ଥିତି ପରଖିଲେ ପୋଲିସ ଡିଜି
ବାଲେଶ୍ୱର: ପୋଲିସ ଡିଜି ଅଭୟ ଆଜି ବାଲେଶ୍ୱର ସୀମାବର୍ତ୍ତୀ ଅଂଚଳରେ ପୋଲିସ ମୁତୟନ ନେଇ ସମୀକ୍ଷା କରିଥିଲେ । ସେ ଲକ୍ଷ୍ଣନାଥ ଆନ୍ତଃରାଜ୍ୟ ଚେକ୍ ପୋଷ୍ଟଠାରେ ପହଞ୍ଚି ପୋଲିସ କର୍ମଚାରୀ ମୁତୟନର ସମୀକ୍ଷା କରିଥିଲେ । କରୋନା ମହାମାରୀ ନ ଥମିବା ଯାଏଁ ପଶ୍ଚିମବଙ୍ଗରୁ ଯେମିତି କେହି ଓଡିଶା…