ବୁଗୁଡା ଗସ୍ତରେ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ
ବୁଗୁଡା: କୋଭିଡ ପାଇଁ ନିଯୁକ୍ତ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ବିଶାଳ ସିଂ ମଙ୍ଗଳବାର ଦିନ ଗଞ୍ଜାମ ଜିଲ୍ଲାର ବୁଗୁଡା ଗସ୍ତରେ ଯାଇ କରୋନା ସ୍ଥିତି ଅନୁଧ୍ୟାନ କରିଛନ୍ତି ।
ସ୍ୱତନ୍ତ୍ର ଏଡିଏମ ଶ୍ରୀ ସିଂ ବୁଗୁଡ଼ାରେ ପହଞ୍ଚି ବୁଗୁଡା ସହରର ବିଭିନ୍ନ ଅଞ୍ଚଳର ଜନସାଧାରଣଙ୍କୁ ଭେଟି କରୋନା…