କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା, ଧନ୍ୟବାଦ ଦେଲେ…
ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ ଦେଇଛନ୍ତି।
ସୂଚନାଯୋଗ୍ୟ, ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ…