ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମାପ୍ତ ହେଲା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ଅନେକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…