ଦେଶରେ ସବୁ ରେକର୍ଡ଼ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୪୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୧୧ ଶହରୁ ଉର୍ଦ୍ଧ୍ବ…
ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୫,୭୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୨୯ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ ।
ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…