କରୋନା ମୁକାବିଲା: ପଞ୍ଚାୟତ ସ୍ତରରେ କଡାକଡି ହେବ ପଞ୍ଜୀକରଣ
କରୋନା ଯୁଦ୍ଧରେ ବିଜୟ ପାଇଁ ରାଜ୍ୟ ସରକାର ଅଂଟା ଭିଡିଛନ୍ତି । ତୃଣମୂଳସ୍ତରକୁ ଏହା ବ୍ୟାପିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଏକ ବଡ଼ ନିଷ୍ପତି ନେଇଛନ୍ତି । ବାହାର ରାଜ୍ୟରେ ଫସି ରହିଥିବା ଓଡ଼ିଶାର ଲକ୍ଷାଧିକ ଶ୍ରମିକ ଓ ଲୋକଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ସରକାର ଉଦ୍ୟମ…