ବାଲେଶ୍ୱର: ଢାବାରୁ ଉଦ୍ଧାର ହେଲା ବାଳକର ଝୁଲନ୍ତା ଶବ, ପୋଲିସକୁ ପିଟିଲେ ସ୍ଥାନୀୟ ଲୋକେ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ବାଲିଆପାଳ ନିକଟ ଏକ ଢାବାରୁ ଆଜି ସକାଳେ
ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକର ମୃତଦେହ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି ।
ଏହି ଘଟଣାକୁ କେନ୍ଦ୍ରକରି ସ୍ଥାନୀୟ ବାସିନ୍ଦା ବାଲିଆପାଳର ଆଇଆଇସି ପ୍ରଭୁ କଲ୍ୟାଣ ଆଚାର୍ଯ୍ୟଙ୍କୁ ଗୋଡାଇ…