ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଭୁବନେଶ୍ୱର: ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ମଧୁପାଟଣା ଥାନା ପୁଲିସ ଜଣେ ଯୁବକକୁ ଗିରଫ କରିଛି।
ଅଭିଯୁକ୍ତ ଜଣକ ହେଉଛନ୍ତି ମଣିମଠ ସାହିର କ୍ଷୀରୋଦ ସାହୁ। ଗତକାଲି ପୀଡିତାଙ୍କ ଡାକ୍ତରୀମାଇନା କରାଯାଇଛି। ଯାହାପରେ ସନ୍ଧ୍ୟାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ…