Latest Odisha News

‘ଆଇଏନଏସ୍ ଚିଲିକା’ରେ ‘ନାବିକ’ ପଦବୀ ଲାଗି ଭାରତୀୟ ନୌସେନାର ନିଯୁକ୍ତି ସୂଚନା

ନୂଆଦିଲ୍ଲୀ: ‘ଇଣ୍ଡିଆନ୍ ନେଭି ଏଣ୍ଟ୍ରାନ୍ସ ଟେଷ୍ଟ’ (ଆଇଏନଇଟି) ତଥା ନୌସେନାରେ ନାବିକ ପଦବୀ ଲାଗି ପରୀକ୍ଷା ଆସନ୍ତା ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାନେଇ ମଙ୍ଗଳବାର ଦିନ ଭାରତୀୟ ନୌସେନା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପରୀକ୍ଷାରେ କୃତକାର୍ଯ୍ୟ ହେବାପରେ ଓଡ଼ିଶାର…

‘ଡ଼ିମଡ଼ ୟୁନିଭର୍ସିଟି’ ର‌୍ୟାଙ୍କିଂ: ଓଡ଼ିଶାରେ ‘ସୋଆ’ ୧ ନମ୍ବର

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନଭର୍ସିଟି) ରାଜ୍ୟର ୧ ନମ୍ବର ଶିକ୍ଷାନୁଷ୍ଠାନ । ନିକଟରେ ପ୍ରକାଶିତ ଆଉଟଲୁକ୍ ଓ ଆଇକେୟାର ଇଣ୍ଡିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗରେ ଏହି ଏକ ନମ୍ବର ମାନ୍ୟତା ହାସଲ କରିଛି ସୋଆ । ଦେଶର ଶ୍ରେଷ୍ଠ ୫୦ଟି ଡିମଡ ଟୁ ବି ୟୁନିଭର୍ସିଟି…

ବିଧାନସଭାରେ ନାବାଳିକା ଦୁଷ୍କର୍ମ ପ୍ରସଙ୍ଗ: ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ ୩ଟା ଯାଏଁ ମୂଲତବୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ଦିନ ପୁନର୍ବାର ବିରୋଧୀ ଦଳର ସଦସ୍ୟମାନେ ଅନୁଗୁଳ ନାବାଳିକା ଦୁଷ୍କର୍ମ ଓ ନିଖୋଜ ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ କରିବା ଫଳରେ ବିଧାନସଭା ସରଗରମ ହୋଇପଡ଼ିଛି । ଗୃହରେ ଏହି ପ୍ରସଙ୍ଗକୁ ନେଇ ପ୍ରବଳ ହଟ୍ଟଗୋଳ ହେବାଯୋଗୁଁ ବାଚସ୍ପତି ସୂର୍ଯ୍ୟ ନାରାୟଣ…

ସୋଆ ଆସିଷ୍ଟାଣ୍ଟ ପ୍ରଫେସରଙ୍କ କୃତିତ୍ୱ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନଭର୍ସିଟି) ପରିଚାଳିତ କୃଷି ବିଜ୍ଞାନ କଲେଜ (ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନସେସ୍)ର ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ଲିକନ୍ କୁମାର ଆଚାର୍ଯ୍ୟ ଏଗ୍ରିକଲଚରାଲ୍ ରିସର୍ଚ୍ଚ ସର୍ଭିସେସ୍ ପରୀକ୍ଷାରେ ପ୍ଲାଣ୍ଟ ପାଥୋଲୋଜି ବିଭାଗରେ ସାରା…

ରାଉରକେଲାରେ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ, ଭିଡିଓ ଭାଇରାଲ

ରାଉରକେଲା: ରାଉରକେଲାର ହାରପାଲି ବସ୍ତି ନିକଟରେ ଜଣେ ୧୭ ବର୍ଷୀୟ ବାଳିକାକୁ କେହି ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ମଙ୍ଗଳବାର ଦିନ ପୋଲିସ ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଏଭଳି ଅଭାବନୀୟ ଘଟଣା ଜୁଲାଇ ୮ ତାରିଖରେ ଘଟିଥିବାବେଳେ ଏନେଇ…

ପ୍ରଫେସନାଲ୍ ଲୁକ୍ସ ପାଇଁ ଷ୍ଟାଇଲିସ୍ ଫୁଟ୍ ୱେୟାର୍…

ଭୁବନେଶ୍ୱର: ଉଭୟ ମହିଳା ଓ ପୁରୁଷ ସବୁବେଳେ ସବୁ ସମୟରେ ଷ୍ଟାଇଲିସ୍ ଦେଖାଯିବାକୁ ଚାହିଁଥାନ୍ତି । ଖାସ୍ କରି ୱାର୍କିଙ୍ଗ ଓମ୍ୟାନ ମାନେ ଅଫିସ୍ ବାହାରିଲା ବେଳେ ନିଜ ଗେଟଅପକୁ ନେଇ କନଫ୍ୟୁଜରେ ଥାନ୍ତି, ସେ ପୋଷାକ ହେଉ ବା ଫୁଟ୍ ୱେୟାର୍ ବାଛିବା ହେଉ । ଜାଣନ୍ତୁ କେଉଁ ଭଳି ଫୁଟ୍ ୱେୟାର୍…

ପୁରୀ: ସିଦ୍ଧ ମହାବୀର ମନ୍ଦିରରୁ ଦୁର୍ବୃତ୍ତ ଲୁଟିଲେ ୩ ଲକ୍ଷରୁ ଅଧିକ ଟଙ୍କା

ପୁରୀ: ପୁରୀ ଜିଲ୍ଲା ତାଳବଣିଆ ଥାନା ଅନ୍ତର୍ଗତ ସିଦ୍ଧ ମହାବୀର ମନ୍ଦିରର ଦାନ ବାକ୍ସ ତଥା ହୁଣ୍ଡି ଭାଙ୍ଗି କେତେକ ଦୁର୍ବୃତ୍ତ ସୋମବାର ରାତିରେ ପାଖାପାଖି ୩ ଲକ୍ଷ ଟଙ୍କା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ମନ୍ଦିରର ପୂଜକ ପୂଜା ନିମନ୍ତେ…

ଜାଣନ୍ତି କି, ଲେଖକ ଭଗବତୀ ଚରଣ ପାଣିଗ୍ରାହୀ ଗୋଟିଏ ସଂତ୍ରାସବାଦୀ ଗୋଷ୍ଠୀ ଗଢ଼ିଥିଲେ?

ଭଗବତୀ ଚରଣ ପାଣିଗ୍ରାହୀ (୧୯୦୮-୧୯୪୩) କ୍ଷେତ୍ର: ଭାଷା-ସାହିତ୍ୟ (ସାମ୍ୟବାଦୀ ଆନ୍ଦୋଳନ ଓ ଲେଖନ) ଗାନ୍ଧିଜୀଙ୍କ ଅହିଂସା ମାର୍ଗର ବିପରୀତ ଦିଗରେ ଯାଇ ଲେନିନ୍‍ଙ୍କ ସମାଜବାଦୀ ସ୍ୱରରେ ସ୍ୱର ମିଳେଇଥିବା ଭଗବତୀ ଚରଣ ପାଣିଗ୍ରାହୀ ଥିଲେ ଓଡ଼ିଶାରେ ସାମ୍ୟବାଦୀ ଦଳ ଓ ଚେତନାର…

ସେ କୂଳର ନାଆ

ସେ କୂଳର ନାଆ ଫଣୀନ୍ଦ୍ର ଭୂଷଣ ନନ୍ଦ ଗଛ ଡାଳରେ କାହାର ବସା ମୁଁ ଜାଣେନା ସମୟ ସୁଅରେ କିଏ ଭାସିଯାଉଛି ମୋ ସହିତ ପରିଚୟ ଅଳ୍ପ ସମୟର ସେ କାଲିର ମୁଁ ଆଜିର ମଝିରେ ବର୍ଷା ପାଣିରେ ଉନ୍ମତ୍ତ ନଈଟିଏ । ଗଛକୁ ସବୁକଥା କହିହୁଏ ଝରାପତ୍ର ପରି ଭଣିତା କରିହୁଏ ଦୁଃଖର ସୁଅ ମୁହଁରେ ପତର…

କର୍ଣ୍ଣାଟକ ସଙ୍କଟ: ଆଜି ସନ୍ଧ୍ୟା ସୁଦ୍ଧା ବିଧାନସଭାରେ ହେବ ଆସ୍ଥା ଭୋଟ୍

ବେଙ୍ଗାଲୁରୁ: କର୍ଣ୍ଣାଟକରେ ରାଜନୈତିକ ଅସ୍ଥିରତା ଜାରି ରହିଥିବାବେଳେ ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା କଂଗ୍ରେସ-ଜେଡିଏସ୍ ମେଣ୍ଟ୍ ସରକାର ଆସ୍ଥା ଭୋଟର ସମ୍ମୁଖୀନ ହେବାକୁ ଯାଉଛନ୍ତି । ଏଚ.ଡି କୁମାରସ୍ୱାମୀଙ୍କ ସରକାରକୁ ଆଜି ସନ୍ଧ୍ୟା ସୁଦ୍ଧା ନିଜର ଶକ୍ତି ପରୀକ୍ଷା ତଥା…