Latest Odisha News

କଥାକୁହା ଫଟୋ: ସଫଳତାର ନୂଆ ଅଧ୍ୟାୟ, ଓଡ଼ିଶା ମାଟିରେ ଭାରତୀୟ ଟିଟିଦଳର ଶ୍ରେଷ୍ଠ ପ୍ରଦର୍ଶନ

କଟକ: ଭାରତୀୟ କ୍ରୀଡ଼ା ସଫଳତାର ଶୀର୍ଷରେ ପହଞ୍ଚୁଥିବା ବେଳେ ଏଥିରେ ଓଡ଼ିଶାର ଅବଦାନ ଅତୁଳନୀୟ । କଟକସ୍ଥିତ ଜୱାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ହୋଇଥିବା ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ୍ ଟେନିସ୍ ଚାମ୍ପିୟନସିପରେ ଭାରତ ୧୫ଟି ପଦକ ହାସଲ କରିପାରିଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା୨୩-୦୭-୨୦୧୯ ମଙ୍ଗଳବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁଲାଇ ତା ୨୩ ରିଖ ମଙ୍ଗଳବାର କର୍କଟ ୦୭ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ଉତ୍ତର ଭାଦ୍ରପଦ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-: ମକର ରାଶିର ଘାତ…

ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରେ ପ୍ରତିଷ୍ଠା ହେଲା ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଦିନ ପ୍ରତିଷ୍ଠା କରାଯାଇଛି ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର । ରାଜ୍ୟ ସରକାରଙ୍କ ୯୦ ଲକ୍ଷ ଟଙ୍କା ଅନୁଦାନରେ ପ୍ରତିଷ୍ଠା କରାଯାଇଥିବା ଏହି ପ୍ରଶିକ୍ଷଣ କେନ୍ଦ୍ରରେ ୨୦୧୯-୨୦ ଶିକ୍ଷା ବର୍ଷରେ ୪୨୦ ଜଣ ଛାତ୍ରୀଙ୍କୁ ୭ଟି…

ଖଣ୍ଡିଆ ଦାଗ ଶରୀରରୁ ଯାଉନଥିଲେ ଆପଣାନ୍ତୁ ଏହି ଘରୋଇ ଉପଚାର

ଭୁବନେଶ୍ୱର: ଛୋଟବେଳେ ଖେଳିଲା ବେଳେ ପଡ଼ିଯାଇ ଖଣ୍ଡିଆ ହୋଇଥିବେ ନିଶ୍ଚୟ । ତେବେ ଖଣ୍ଡିଆ ଶରୀରରେ ରହିଲେ ବହୁତ ଅସୁନ୍ଦର ଦେଖାଯାଇଥାଏ । ଆମେ ବିଭିନ୍ନ ଉପାୟ କରି ଦାଗ ଲିଭାଇବା ପାଇଁ ଚେଷ୍ଟା କରିଥାଉ। କିଛି ଲୋକ ଏହି ଖଣ୍ଡିଆ ପାଇଁ ସର୍ଜରୀ କରାଇବା ସହ ଆହୁରି ଅନେକ ଚିକିତ୍ସା ମଧ୍ୟ…

ବଂଶ ବିସ୍ତାର ପାଇଁ ମହାନଦୀ ଯିବେ ନନ୍ଦନକାନନର ଘଡ଼ିଆଳ କୁମ୍ଭୀର

ଭୁବନେଶ୍ୱର: ବନବିଭାଗ ସୋମବାର ଦିନ ନନ୍ଦନକାନନର ୫ଟି ମାଛ ଖାଉଥିବା ଘଡ଼ିଆଳ କୁମ୍ଭୀରଙ୍କୁ ସାତକୋଶିଆ, ଟିକରପଡା ଏବଂ ସୁନଖଣିଆ ଦେଇ ବହୁଥିବା ମହାନଦୀର ଉପରମୁଣ୍ଡାରେ ଛାଡିଛି । ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ବନ ସରଂକ୍ଷଣ ଅଧିକାରୀ (ପିସିସିଏଫ) ଅଜୟ ମହାପାତ୍ର କହିଛନ୍ତି ସମସ୍ତ ୫ଟି…

ଚଟ୍‌ପଟା ମକା ଚାଟ୍‌

ଘରେ ବନାନ୍ତୁ ଚଟପଟା ମକ୍କା ଚାଟ। ଜାଣି ରଖନ୍ତୁ ଏହାକୁ ତିଆରି କରିବାର ପ୍ରଣାଳୀ । ଆବଶ୍ୟକୀୟ ସାମଗ୍ରୀ: ମିଠା ମକା, ତେଲ, କର୍ଣ୍ଣଫ୍ଲୋର, ଲେମ୍ବୁ, ଧନିଆ ପତ୍ର, କଞ୍ଚା ଲଙ୍କା, ଲୁଣ, ଚାଟ୍‌ ମସଲା, ଲଙ୍କା ଗୁଣ୍ଡ,ଜିରା ପାଉଡ଼ର ଓ ଗୋଲମରିଚ ଗୁଣ୍ଡ। ପ୍ରସ୍ତୁତି ପ୍ରଣାଳୀ:…

ଖଣ୍ଡାଧାର ଜଳପ୍ରପାତ: ଖଣ୍ଡା ଧାର ପରି ଜଳ ସ୍ରୋତ

ଭୁବନେଶ୍ୱର: ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ହେଉଛି ଆମ ରାଜ୍ୟ ଓଡ଼ିଶା। ପ୍ରକୃତି ଏଠାରେ ତାର ସବୁତକ ସୌନ୍ଦର୍ଯ୍ୟ ଅଜାଡି ଦେଇଥିବା ପରି ମନେହୁଏ। ଆଉ ଏହି ଓଡିଶାରେ ଅନେକ ଜିଲ୍ଲା ରହିଛି, ଯାହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଆପଣ ନିଜ ଆଖିରେ ନଦେଖିଲେ ବିଶ୍ବାସ କରିପାରିବେ ନାହିଁ। ଏହି…

ଚର୍ଚ୍ଚାରେ ପୁଣି କମେଡି କିଙ୍ଗ କପିଲ ଶର୍ମା

ମୁମ୍ବାଇ: ସୋନି ଟିଭିରେ ପ୍ରସାରିତ ହେଉଥିବା ‘ଦି କପିଲ୍‌ ଶର୍ମା ଶୋ’ର ହୋଷ୍ଟ୍ ତଥା କମେଡିକିଙ୍ଗ କପିଲ ଶର୍ମା କିଛି ନା କିଛି କାରଣରୁ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି । କେତେବେଳେ ବ୍ୟକ୍ତିଗତ କାରଣ ତ ଆଉ କେତେବେଳେ କାର୍ଯ୍ୟକ୍ଷେତ୍ରର ବିବାଦ କପିଲଙ୍କ ଚର୍ଚ୍ଚାର ବିଷୟ ସଜିଥାଏ।…

କୋଣାର୍କ ମନ୍ଦିର ଲାଗି ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହେଲେ ‘ଆମିକସ କ୍ୟୁରୀ’

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟ ସୋମବାର ଦିନ ବରିଷ୍ଠ ଆଇନଜୀବୀ ଏନ କେ ମହାନ୍ତିଙ୍କୁ କୋଣାର୍କ ମନ୍ଦିର ଲାଗି ଆମିକସ କ୍ୟୁରୀ ଭାବେ ନିଯୁକ୍ତ କରିଛନ୍ତି । ଏଥିସହିତ ତାଙ୍କୁ ଏହି ପୁରାତନ ମନ୍ଦିର ସମ୍ପର୍କୀତ ଏକ ଷ୍ଟାଟସ୍ ରିପୋର୍ଟ ପ୍ରଦାନ କରିବେ । ଏସମ୍ପର୍କୀତ ଏକ ଜନସ୍ୱାର୍ଥ ମାମଲା…

ଜେଲରୁ ମୁକୁଳିବେ ବାବା ସାରଥୀ, ହାଇକୋର୍ଟରୁ ମିଳିଲା ଜାମିନ୍

କଟକ: ଓଡ଼ିଶା ହାଇକୋର୍ଟ ସୋମବାର ଦିନ ବହୁ ଚର୍ଚ୍ଚିତ ବାବା ସାରଥୀ ଓରଫ ସନ୍ତୋଷ ରାଉଳଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି । ଏହାଫଳରେ ବାବା ସାରଥୀଙ୍କ ଜେଲରୁ ମୁକୁଳିବା ଏକରକମ ନିଶ୍ଚିତ ହୋଇଯାଇଛି । ଏହି ଆତ୍ମଘୋଷିତ ବାବା ସାରଥୀଙ୍କୁ ଜେଲ ବଣ୍ଡ ୨ଲକ୍ଷ ଟଙ୍କା ମୁଚାଲିକା ଏବଂ…