କରୋନା ଅପଡେଟ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଛୁଇଁଲା, ୪୧୪ ମୃତ
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ଦିନ ୧୨,୩୮୦ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏଯାବତ୍ କରୋନାରେ ସଂକ୍ରମିତଙ୍କ ପ୍ରାୟ ୧୦,୪୭୭ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି…