ଶାନ୍ତି ଶୃଙ୍ଖଳାର ସହିତ ସମାପ୍ତ ହେଲା ପାଟକୁରା ନିର୍ବାଚନ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାନସଭା ନିର୍ବାଚନ ଶନିବାର ଦିନ କାଁ ଭାଁ ଗଣ୍ଡଗୋଳକୁ ଛାଡ଼ିଦେଲେ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି ।
ଗଣମାଧ୍ୟମକୁ ସୂଚନାଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର କହିଛନ୍ତି, ଶନିବାର ଦିନ ୫ଟା ସୁଦ୍ଧା…