ପାଟକୁରା ବିଧାନସଭା ନିର୍ବାଚନ ଲାଗି ଭୋଟ୍ ଗ୍ରହଣ ଆରମ୍ଭ
ଭୁବନେଶ୍ୱର: କେନ୍ଦ୍ରାପଡା ଲୋକସଭା ଅନ୍ତର୍ଗତ ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଦିନ ପାଖାପାଖି ୩୦୯ ବୁଥକେନ୍ଦ୍ରରେ ମତଦାନ ଆରମ୍ଭ ହୋଇଛି।
ଏହି ଭୋଟଗ୍ରହଣ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଅନୁଷ୍ଠିତ ହେବାକୁ ଥିବାବେଳେ ଉକ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ କଡ଼ା ସୁରକ୍ଷା…