କରୋନା ଅପଡେଟ୍: ଭାରତରେ ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ କେତେ ମୃତ
ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୧୧,୪୩୯ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏଥିସହିତ…