ପଦ୍ମଶ୍ରୀ ଡି.ପ୍ରକାଶ ରାଓ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
କଟକ: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ପ୍ରାପ୍ତ ଡି.ପ୍ରକାଶ ରାଓ ଅସୁସ୍ଥ ହୋଇ କଟକ ବଡ ମେଡିକାଲର ମେଡିସିନ୍ ୱାଡର ଆଇସିୟୁରେ ଚିକିତ୍ସାଧିନ ରହିଛନ୍ତି ।
ମିଳିଥିବା ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଡିକାଲକୁ…