ଜୁଲାଇ ୨୧ରୁ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ଖାତାଦେଖା ଆରମ୍ଭ
କଟକ: ରାଜ୍ୟରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଖାତା ମୂଲ୍ୟାଙ୍କନ ପ୍ରକ୍ରିୟା ଜୁଲାଇ ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି ।
ସେହି ସମାନ ଦିନ ଓଡିଶା ମୁକ୍ତ ବିଦ୍ୟାଳୟର ସପ୍ଲିମେଣ୍ଟାରୀ ଖାତା ମଧ୍ୟ ମୂଲ୍ୟାଙ୍କନ କରାଯିବ…