ଚନ୍ଦ୍ରଗ୍ରହଣ: କ’ଣ କରିବେ, କ’ଣ କରିବେ ନାହିଁ !
ଭୁବନେଶ୍ୱର: ଚଳିତ ବର୍ଷର ଅନ୍ତିମ ଚନ୍ଦ୍ରଗହଣ ପଡୁଛି ଗୁରୁ ପୂର୍ଣ୍ଣିମା ଦିନ । ପାଖାପାଖି ୧୪୯ ବର୍ଷ ପରେ ଗୁରୁ ପୂର୍ଣ୍ଣିମା ଓ ଆଉ କିଛି ବିଶେଷ ଗ୍ରହର ସଂଯୋଗରେ ପଡୁଛି ଏହି ଦୁଲର୍ଭ ଚନ୍ଦ୍ରଗ୍ରହଣ ।
ଏହି ଚନ୍ଦ୍ରଗ୍ରହଣ ଭାରତ ସମେତ ଏସିଆ, ୟୁରୋପ, ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆମେରିକାର…