ଶିକାର ଉଦ୍ୟମ ବେଳେ ବୁଗୁଡା ବନବିଭାଗର ଚଢଉ, ଜଣେ ଗିରଫ ଅନ୍ୟ ଦୁଇ ଫେରାର
ବୁଗୁଡା – ବୁଗୁଡା ବନାଞ୍ଚଳର କୈଳାସ ନଗର ନିକଟ କିରିଆମ୍ବା ୧୦ନମ୍ବର ସଂରକ୍ଷଣ ଜଙ୍ଗଲରେ ଶିକାର ଉଦ୍ୟମ କରୁଥିବା ବେଳେ ବନ ବିଭାଗ ପକ୍ଷରୁ ଚଢାଉ କରି ଜଣଙ୍କୁ ଗିରଫ କରାଯାଇଛି । ଏଥି ସହ ଅନ୍ୟ ଦୁଇ ଜଣ ଫେରାର ହୋଇଯାଇଛନ୍ତି । ଏ ନେଇ ଏକ ମାମଲା ରୁଜୁ କରାଯାଇଛି ।
ଜଙ୍ଗଲରେ ବିଦ୍ୟୁତ ଫାଶ…