ସଂକ୍ରମଣ ଭୟ: ଗଛ ତଳେ ଚାଲିଛି କ୍ୟାନ୍ସର ଚିକିତ୍ସା !
କଟକ: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସ୍ଥିତ ଆଚାର୍ଯ୍ୟ ହରିହର ପୋଷ୍ଟ ଗ୍ରାଜୁଏଟ ଅଫ୍ କ୍ୟାନସର ହସ୍ପିଟାଲରେ ପଜିଟିଭ ଚିହ୍ନଟ କର୍କଟ ରୋଗୀଙ୍କୁ ଡାକ୍ତରଖାନା ପରିସରରେ ଥିବା ଏକ ଗଛ ମୂଳରେ ଚିକିତ୍ସା କରାଯାଉଛି ।
ପୂର୍ବରୁ କରୋନା ରୋଗୀଙ୍କ ଠାରୁ ସଂକ୍ରମିତ ହୋଇ ଏଠାରେ…