Latest Odisha News

BREAKING NEWS

କରୋନା ପାଣ୍ଠି ଲାଗି ଭାରତ-ପାକ ମ୍ୟାଚ; ସୋଏବଙ୍କ ପ୍ରସ୍ତାବକୁ କପିଳ ଦେବଙ୍କ ନାପସନ୍ଦ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ଏବେ ଏକ ମହାମାରୀର ରୂପ ନେଇଛି । ବିଶ୍ୱର ଅନେକ ରାଷ୍ଟ୍ର ସମେତ ଭାରତ ଓ ପାକିସ୍ତାନ ମଧ୍ୟ ଏହି ଘାତକ କରୋନା ରୋଗର ଶିକାର ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନର ପୂର୍ବତନ ଫାଷ୍ଟବୋଲର୍ ସୋଏବ୍ ଅଖତାର ଏକ ପ୍ରସ୍ତାବ ଦେଇଥିଲେ । କରୋନା ପାଣ୍ଠି…

ଆଜି ଭୁବନେଶ୍ୱରରେ ପହଞ୍ଚିବ ୪୦୦୦ କୋଭିଡ୍‌-୧୯ ଟେଷ୍ଟ କିଟ୍‌

ଭୁବନେଶ୍ୱର: ପୁଣେସ୍ଥିତ ମାଇଁ ଲ୍ୟାବରୁ ପାଖାପାଖି ୪,୦୦୦ କୋଭିଡ୍‌-୧୯ ଟେଷ୍ଟ କିଟ୍ ଏକ ସ୍ୱତନ୍ତ୍ର କାର୍ଗୋ ବିମାନରେ ଭୁବନେଶ୍ୱରରେ ଆଜି ପହଞ୍ଚିବା ନେଇ ଓଡ଼ିଶା ରାଜ୍ୟ ମେଡ଼ିକାଲ୍ କର୍ପୋରେସନ ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତୀତ, କରୋନା ଭୂତାଣୁର ମୁକାବିଲା ଲାଗି ଆରଏନଏ…

ଗୋଆରେ କିପରି ପାଳିତ ହୁଏ ଗୁଡ୍ ଫ୍ରାଇଡ଼େ…

ପାନାଜୀ: ଭାରତ ସ୍ୱାଧୀନତା ହାସଲ କରିବା ପୂର୍ବରୁ ଗୋଆରେ ପର୍ତ୍ତୃଗୀଜ ଔପନିବେଶମାନେ ରହିଆସୁଥିଲେ । ଗୋଆକୁ ଏହି ପର୍ତ୍ତୃଗୀଜମାନେ ଅନେକ ଦିନ ଧରି ଶାସନ କରିଆସୁଥିଲେ । ଏବେ ମଧ୍ୟ ଗୋଆରେ ବହୁସଂଖ୍ୟାରେ ପର୍ତ୍ତୃଗୀଜମାନେ ବାସ କରୁଥିବା ସହିତ ସେଠାରେ ସ୍ୱାଭାବିକ ଭାବେ ଖ୍ରୀଷ୍ଟଧର୍ମର ସମସ୍ତ…

ଗୁଡ୍ ଫ୍ରାଇଡେ ସମ୍ପର୍କରେ ଜାଣନ୍ତୁ କିଛି…

ଭୁବନେଶ୍ୱର: ଚଳିତ ଥର ଗୁଡ ଫ୍ରାଇଡେ ଏପ୍ରିଲ୍ ୧୦ ତାରିଖରେ ପଡୁଛି। କେତେକ ସ୍ଥାନରେ ଏହାକୁ ବ୍ଲାକ ଫ୍ରାଇଡେ ଓ ଆଉ କେତେକ ସ୍ଥାନରେ ଗୁଡ ଫ୍ରାଇଡେ ବୋଲି କୁହାଯାଇଥାଏ। ଇଷ୍ଟର୍ ର ଗୋଟିଏ ଦିନ ପୂର୍ବରୁ ଏହା ପାଳନ କରାଯାଇଥାଏ। ଏହି ଦିନରେ ଶ୍ରଦ୍ଧାଳୁମାନେ ପ୍ରଭୁ ଯୀଶୁଙ୍କ ବଳିଦାନକୁ ମନେ…

ହାଇଡ୍ରୋକ୍ସି କ୍ଲୋରୋକୁଇନକୁ ମନଇଚ୍ଛା ନ ଖାଇବା ପାଇଁ କେନ୍ଦ୍ର ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ:ହାଇଡ୍ରୋକ୍ସି କ୍ଲୋରୋକୁଇନକୁ ମନଇଚ୍ଛା ନ ଖାଇବା ପାଇଁ ଗୁରୁବାର କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏହାକୁ ସେବନ କରିବା ପାଇଁ କୁହାଯାଇଛି । କରୋନା ଭାଇରସକୁ ଭଲ କରିବାରେ ଏହି ଔଷଧ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବାରୁ ଏହାର ଚାହିଦା…

୬ ହଜାର ଶଯ୍ୟାର କୋଭିଡ ହସ୍ପିଟାଲ କରିବାକୁ ଯୋଜନା: ଅସିତ ତ୍ରିପାଠୀ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଚିକିତ୍ସା ପାଇଁ ପ୍ରସ୍ତୁତ ହୋଇଥିବା ସ୍ୱାସ୍ଥ୍ୟ ଭତିଭୂମି ଉପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସେ କହିଛନ୍ତି, ୬ ହଜାର ଶଯ୍ୟାର କୋଭିଡ ହସ୍ପିଟାଲ ତିଆରି କରିବାକୁ ରାଜ୍ୟ ସରକାରଙ୍କ ଯୋଜନା ରହିଛି । ବର୍ତ୍ତମାନ ଓଡ଼ିଶାରେ…

ମହିଳା କୋଭିଡ୍‌-୧୯ ରୋଗୀଙ୍କ କୌଣସି ଯାତ୍ରା ଇତିହାସ ନାହିଁ: ଢେଙ୍କାନାଳ ଜିଲ୍ଲାପାଳ

ଢେଙ୍କାନାଳ: ଢେଙ୍କାନାଳର ୫୧ ବର୍ଷୀୟା ମହିଳା କୋଭିଡ୍‌-୧୯ ଆକ୍ରାନ୍ତଙ୍କର କୌଣସି ଯାତ୍ରା ଇତିହାସ ନଥିବା କଥା ଗୁରୁବାର ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଢେଙ୍କାନାଳ ଜିଲ୍ଲାପାଳ ଭୁମେଶ ଚନ୍ଦ୍ର ବେହେରା କହିଛନ୍ତି, ମାର୍ଚ୍ଚ ୧୦ ତାରିଖ…

ପ୍ରଥମ ରାଜ୍ୟ ଭାବେ ଏପ୍ରିଲ ୩୦ ଯାଏଁ ଲକଡାଉନ ଅବଧି ବଢାଇଲା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ରାଜ୍ୟରେ ଲକଡାଉନ ଅବଧି ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପୂର୍ବରୁ ଲକଡାଉନ ଅବଧି ବଢାଇବା ନେଇ ଘୋଷଣା କରିଥିବା…

ଜୁନ ୧୭ ଯାଏଁ ବନ୍ଦ ରହିବ ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଲକଡାଉନ ଅବଧିକୁ ଏପ୍ରିଲ୍ ୩୦ ତାରିଖ ପର୍ଯ୍ୟନ୍ତ ବଢାଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ଜୁନ ୧୭ ଯାଏଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ଓଡ଼ିଶା ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟ…

ଓଡ଼ିଶାରେ ଲକ୍‌ଡ଼ାଉନ୍ ବଢିବା ନେଇ ଜାତୀୟ ଗଣମାଧ୍ୟମରେ ନବୀନଙ୍କୁ ପ୍ରଶଂସା

ଭୁବନେଶ୍ୱର: ମହାବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ ହେଉ କି ଯେକୌଣସି ଦୁର୍ବିପାକ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତୁରନ୍ତ ପଦକ୍ଷେପ ଜାତୀୟ ଗଣମାଧ୍ୟମରେ ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥାଏ । ଏବେ କରୋନା ମହାମାରୀ ଯୋଗୁଁ ସମଗ୍ର ପୃଥିବୀ ଏକ ପ୍ରକାର ଆତଙ୍କିତ…