ବିଶ୍ୱକପ ସେମିଫାଇନାଲ୍: ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡର ବ୍ୟାଟିଂ ବିପର୍ଯ୍ୟୟ
ମାଞ୍ଚେଷ୍ଟର୍: ବିଶ୍ୱକପର ପ୍ରଥମ ସେମିଫାଇନାଲ୍ ଆଜି ନ୍ୟୁଜିଲାଣ୍ଡ ଏବଂ ଭାରତ ମଧ୍ୟରେ ଓଲ୍ଡ ଟ୍ରାଫେର୍ଡ଼ଠାରେ ଅନୁଷ୍ଠିତ ହେଉଥିବା ବେଳେ ବର୍ଷାଯୋଗୁଁ ଖେଳ ବାଧାପ୍ରାପ୍ତ ହୋଇଛି । ଭାରତୀୟ ବୋଲରଙ୍କ ଶାଣିତ ବୋଲିଂକୁ ସାମ୍ନା କରିନପାରି ନ୍ୟୁଜିଲାଣ୍ଡ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି ।…